ମାର୍କଲିଖିତ ସୁସମାଚାର 12:8 · ଓଡ଼ିଆ ବାଇବେଲ
ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନଇେ ଜୀବନ ରେ ମାରି ଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗି ଦେଲେ।
Cross references
ମାଥିଉଲିଖିତ ସୁସମାଚାର 21:33
ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।
ମାଥିଉଲିଖିତ ସୁସମାଚାର 21:39
କୃଷକମାନେ ପୁଅକୁ ଧରି ନଇେ ଦ୍ରାକ୍ଷା ବଗିଚ଼ା ବାହାରକୁ ଫିଙ୍ଗି ମାରି ଦେଲେ।
ଲୂକଲିଖିତ ସୁସମାଚାର 20:15
ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନ ରେ ମାରି ଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ।
ଏବ୍ରୀ 13:11
ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।