Home Bibles ମାର୍କଲିଖିତ ସୁସମାଚାର 13:11 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 13:11 · ଓଡ଼ିଆ ବାଇବେଲ

ସମାନେେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜରୋ କରିବେ। ସମାନେେ ତୁମ୍ଭମାନଙ୍କୁ ବିଚାର ପାଇଁ ଯଦି ନିଅନ୍ତି, ତବେେ ତୁମ୍ଭେ ସଠାେରେ କ'ଣ କହିବ, ସେ ବିଷୟ ରେ ଆଗରୁ କବେେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ବର ଯାହା କିଛି କହିବା ପାଇଁ ଦବେେ, ତୁମ୍ଭେ ତାହା କହିବ, କାରଣ ସେତବେେଳେ ପ୍ରକୃତ ରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ର ଆତ୍ମା କଥା କହିବେ।

Cross references

ଯାତ୍ରା ପୁସ୍ତକ 4:10

କିନ୍ତୁ ମାଶାେ ସଦାପ୍ରଭୁଙ୍କୁ କହିଲେ, ହେ ସଦାପ୍ରଭୁ, କଥା କହିବାର ଚାତୁର୍ୟ୍ଯ ମାଠାେ ରେ ନାହିଁ। ଏବଂ ଅତୀତ ରେ ମୁଁ ଜଣେ ଉତ୍ତମ ବକ୍ତା ନଥିଲି। ବର୍ତ୍ତମାନ ମଧ୍ଯ ମୁଁ ଜଣେ ଉତ୍ତମ ବକ୍ତା ନୁହେଁ, ଯଦିଓ ତୁମ୍ଭେ ମାେତେ କହିଲ। ଆପଣ ଜାଣନ୍ତି ଯେ, ମୁଁ ବହୁତ ଧିର କ ହେ ଏବଂ ଉତ୍ତମ ଶବ୍ଦ ବ୍ଯବହାର କରିପାରିବି ନାହିଁ।

ଦିତୀୟ ଶାମୁୟେଲ 23:2

ମାେ ଦ୍ବାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ଯ ମାେ ଜିହ୍ବା ରେ ଥିଲା।

ଯିଶାଇୟ 50:4

ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।

ଯିରିମିୟ 1:6

ତା'ପ ରେ ମୁଁ କହିଲି, ହାୟ, ହାୟ, ହେ ସୈନ୍ଯାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କବଳେ ବାଳକ।

ଦାନିଏଲ 3:16

ଶଦ୍ରକ, ମୈଶକ ଓ ଅବେଦ୍-ନଗୋ ରାଜାଙ୍କୁ ଉତ୍ତର କଲେ, ହେ ନବୂଖଦ୍ନିତ୍ସର, ଏ ବିଷଯ ରେ ଆପଣଙ୍କୁ ଉତ୍ତର ଦବୋର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।

ମାଥିଉଲିଖିତ ସୁସମାଚାର 10:17

କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସମାନେେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଚାରାଳୟ ହାତ ରେ ଦଇେ ଦବେେ ଓ ତାହାଙ୍କର ପ୍ରାର୍ଥନାଗୃହ ରେ ତୁମ୍ଭକୁ ଛାଟ ରେ ପିଟିବେ।

ମାଥିଉଲିଖିତ ସୁସମାଚାର 10:19

ସମାନେେ ତୁମ୍ଭକୁ ବାନ୍ଧି ନବୋ ବେଳେ କ'ଣ କହିବ ଓ କିପରି କହିବ, ସେ ବିଷୟ ରେ ଚିନ୍ତାକରି କିଛି ବ୍ଯସ୍ତ ହୁଅନାହିଁ। କାରଣ ତୁମ୍ଭକୁ ସେତବେେଳେ କ'ଣ କହିବାକୁ ହବେ ତାହା ଜଣଇେ ଦିଆୟିବ।

ମାର୍କଲିଖିତ ସୁସମାଚାର 13:9

ତୁମ୍ଭମାନେେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଚାରାଳୟ ରେ ସମର୍ପି ଦବେେ। ସମାନେେ ତୁମ୍ଭମାନଙ୍କୁ ସମାନଙ୍କେର ସମାଜଗୃହ ଗୁଡିକରେ ପିଟିବେ। ମାରେ ଶିଷ୍ଯ ହାଇେଥିବା ଯୋଗୁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗ ରେ ଠିଆ ହବୋକୁ ବାଧ୍ଯ କରାୟିବ। ତୁମ୍ଭମାନେେ ମାେ ବିଷୟ ରେ ପ୍ରମାଣ ଦବେ।

ଲୂକଲିଖିତ ସୁସମାଚାର 12:11

ଯେତବେେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ଯାନ୍ଯ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତବେେଳେ ତୁମ୍ଭମାନେେ କିପରି ଉତ୍ତର ଦବେ, ଓ କ'ଣ କହିବ, ସେ ବିଷୟ ରେ ଆଦୌ ଚିନ୍ତା କରନାହିଁ।

ଲୂକଲିଖିତ ସୁସମାଚାର 21:14

ତୁମ୍ଭମାନେେ ନିଜକୁ ରକ୍ଷା କରିବା ପାଇଁ କ'ଣ କହିବ, ସେଥିପାଇଁ ଆଦୌ ବ୍ଯସ୍ତ ହୁଅ ନାହିଁ।

ଯୋହନଲିଖିତ ସୁସମାଚାର 3:27

ଯୋହନ ଉତ୍ତର ଦେଲେ, ପରମେଶ୍ବର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କବଳେ ସତେିକି ପାଏ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:4

ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:13

ନା! ଇଶ୍ବର ଏହା କରିଛନ୍ତି। ସେ ଅବ୍ରାହାମ, ୟିସ୍ହାକ ଓଯାକୁବଙ୍କ ଇଶ୍ବର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଇଶ୍ବର ଅଟନ୍ତି। ସେ ତାହାଙ୍କ ମହାନ ସବେକ ଯୀଶୁଙ୍କୁ ଗୌରବାନ୍ବିତ କରିଅଛନ୍ତି। ମାତ୍ର ତୁମ୍ଭମାନେେ ଯୀଶୁଙ୍କୁ ମୃତ୍ଯୁ ଭୋଗ କରିବା ନିମନ୍ତେ ସମର୍ପଣ କରି ଦେଲେ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭମାନେେ ଯୀଶୁଙ୍କୁ ଚ଼ାହଁନାହିଁ ବୋଲି ପୀଲାତଙ୍କୁ କହିଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:8

ତା'ପରେ ପିତର ପବିତ୍ର ଆତ୍ମା ଦ୍ବାରା ପରିପୂର୍ଣ୍ଣ ହାଇେ ସମାନଙ୍କେୁ କହିଲେ, ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚ଼ୀନ ଲୋକମାନେ!

ରେରିତମାନଙ୍କ କାର୍ଯ୍ୟର ବିବରଣ 4:31

ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘ ରେ, ସମସ୍ତେ ଏକାଠି ହାଇେଥିଲେ, ସହେି ଘର କମ୍ପି ଉଠିଲା। ସମାନେେ ସମସ୍ତେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇଗେଲେ ଓ ପରମେଶ୍ବରଙ୍କର ବାର୍ତ୍ତା ସାହସର ସହିତ କରିବାକୁ ଲାଗିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:10

କିନ୍ତୁ ସମାନେେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖ ରେ ୟୁକ୍ତି ବାଢ଼ି ପାରିଲନୋହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:15

ଏହାଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟି ରେ ଦେଖିଲେ। ତାହାଙ୍କ ମୁଖ ସ୍ବର୍ଗଦୂତଙ୍କ ମୁଖ ପରି ଦଖାଗେଲା ଓ ସମାନେେ ତାହା ଦେଖିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:55

କିନ୍ତୁ ସ୍ତିଫାନ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇେ ଆକାଶକୁ ଚାହିଁଲେ। ସଠାେରେ ସେ ପରମେଶ୍ବରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ବରଙ୍କ ଡାହାଣ ପଟେ ଠିଆ ହବୋର ଦେଖିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:13

ସେ ଗୁଡ଼ିକୁ କହିଲା ବେଳେ ମନୁଷ୍ଯର କଳ୍ପିତ ଜ୍ଞାନର ବାକ୍ଯ କହୁନାହୁଁ, ବରଂ ଆମ୍ଭେ ଆତ୍ମା ଦ୍ବାରା ଶିଖିଥିବା ବାକ୍ଯ କହୁ। ଆମ୍ଭେ ଆତ୍ମିକ ବିଷୟ ବୁଝାଇବା ପାଇଁ ପବିତ୍ର ଆତ୍ମାଙ୍କ ବାକ୍ଯ ବ୍ଯବହାର କରୁ।

ଏଫିସୀୟଙ୍କ ପ୍ରତି ପତ୍ର 3:5

ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ଯ ବିଷୟ ରେ କୁହାୟାଇ ନ ଥିଲା। କିନ୍ତୁ ପରମେଶ୍ବର ଏବେ ନିଜର ପବିତ୍ର ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ନିକଟରେ ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ସହେି ଗୁପ୍ତ ସତ୍ଯଟି ପ୍ରକାଶ କରିଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 6:19

ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।

ଯାକୁବଙ୍କ ପତ୍ 1:5

କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦବୋ ରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ବର ତୁମ୍ଭକୁ ଜ୍ଞାନ ଦବେେ।

ପିତରଙ୍କ ପ୍ରଥମ ପତ୍ 1:12

ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।

Interlinear

Choose Theme