Home Bibles ☰ Books ମାର୍କଲିଖିତ ସୁସମାଚାର 13:15 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 13:15 · ଓଡ଼ିଆ ବାଇବେଲ

ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ।

Cross references

ଆଦି ପୁସ୍ତକ 19:15

ତା'ପରଦିନ ସୁର୍ େଯ୍ଯାଦଯ ପୂର୍ବରୁ ଦୂତମାନେ ଲୋଟକୁ ତପ୍ତର କରାଇ କହିଲେ, ୟାଅ, ତୁମ୍ଭର ସ୍ତ୍ରୀ ଏବଂ ଦୁଇ ଝିଅ ସହିତ ଏସ୍ଥାନ ପରିତ୍ଯାଗ କର, ଯେଉଁମାନେ ତୁମ୍ଭ ସହିତ ରହୁଛନ୍ତି। ତାହାଲେ ତୁମ୍ଭେ ଧ୍ବଂସ ପାଇବ ନାହିଁ, ଯେତବେେଳେ ଏହି ନଗର ଦଣ୍ଡିତ ହବେ।

ଆଦି ପୁସ୍ତକ 19:22

କିନ୍ତୁ ଶିଘ୍ର ସଠାେକୁ ଦୌଡ଼ିୟାଅ। କାରଣ ଯେ ପର୍ୟ୍ଯନ୍ତ ତୁମ୍ଭମାନେେ ନିରାପଦ ରେ ନ ପହଁଞ୍ଚିଛ, ମୁଁ ସଦୋମକୁ ଧ୍ବଂସ କରିପାରିବି ନାହିଁ। ସହେି ସହରର ନାମ ଥିଲା ସୋଯର କାରଣ ଏହା ଅତି କ୍ଷୁଦ୍ର ଥିଲା।

ଆଦି ପୁସ୍ତକ 19:26

ସହେି ସମୟରେ ଲୋଟର ସ୍ତ୍ରୀ ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲେ।

ଆୟୁବ ପୁସ୍ତକ 2:4

ଶଯତାନ ଉତ୍ତର ଦଲୋ, ଚର୍ମ ଚର୍ମ ପାଇଁ ! ଜଣେ ମନୁଷ୍ଯ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦଇେ ଦବେ।

ହିତୋପଦେଶ 6:4

ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ୟାଅ ନାହିଁ।

ହିତୋପଦେଶ 22:3

ଚତୁର ଲୋକ ବିପଦ ଦେଖେ ଏବଂ ଏହାକୁ ଦୂର କରେ। ମାତ୍ର ଅ ବୋଧ ଲୋକମାନେ ବିପଦକୁ ଆବୋରି ନିଅନ୍ତି ଏବଂ କ୍ଷତିଗ୍ରସ୍ତ ହୁଅନ୍ତି।

ମାଥିଉଲିଖିତ ସୁସମାଚାର 24:16

ସେତବେେଳେ ୟିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳଇୟିବୋ ଉଚିତ।

ଲୂକଲିଖିତ ସୁସମାଚାର 17:31

ସେ ଦିନ ଯଦି କୌଣସି ଲୋକ ତା'ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହବେନାହିଁ। ଯଦି କୌଣସି ଲୋକ ବିଲ ରେ ଥିବ, ତବେେ ସେ ଘରକୁ ଫରେି ପାରିବନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:18

ତହିଁ ଆରଦିନ ସମାନେେ ଝଡ଼ ପ୍ରବଳ ବଗେ ରେ ବଢ଼ିବାରୁ ମାଲଗୁଡ଼ିକ ସମୁଦ୍ର ରେ ପକଇେ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:38

ଆମ୍ଭେ ୟଥେଷ୍ଟ ପରିମାଣ ରେ ଖାଇବା ପରେ ଜାହାଜ ରେ ଥିବା ଗହମକୁ ସମାନେେ ସମୁଦ୍ର ରେ ଫିଙ୍ଗି ଦେଲେ, ୟଦ୍ବାରା ଜାହାଜ ହାଲୁକା ହାଇଗେଲା।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:7

ସମୟ ଥିଲା, ଯେତବେେଳେ ଏଗୁଡ଼ିକ ମାେ ପାଇଁ ଗୁରୁତ୍ବପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହତେୁ ସଗେୁଡ଼ିକର କିଛି ମୂଲ୍ଯ ନାହିଁ।

ଏବ୍ରୀ 11:7

କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।

Interlinear

Choose Theme