ମାର୍କଲିଖିତ ସୁସମାଚାର 13:28 · ଓଡ଼ିଆ ବାଇବେଲ
ଡିମ୍ବିରି ଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତବେେଳେ ଡିମ୍ବିରି ଗଛର ଡାଳ ଗୁଡିକ ଶାଗୁଆ ଓ ନରମ ପଡିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତବେେଳେ ତୁମ୍ଭମାନେେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖଇେ ଗଲାଣି।
Cross references
ମାଥିଉଲିଖିତ ସୁସମାଚାର 24:32
ଡ଼ିମ୍ବିରି ଗଛରୁ ଗୋଟିଏ ଶିକ୍ଷା ଲାଭ କର। ଯେତବେେଳେ ଡ଼ିମ୍ବିରି ଗଛର ଡ଼ାଳଗୁଡ଼ିକ ଶାଗୁଆ ଓ ନରମ ହୁଏ, ସେତବେେଳେ ତୁମ୍ଭେ ଜାଣ ଯେ, ଖରାଦିନ ଶୀଘ୍ର ଆସିୟିବ।
ଲୂକଲିଖିତ ସୁସମାଚାର 21:29
ତା'ପରେ ଯୀଶୁ ଏହି ଦୃଷ୍ଟାନ୍ତଟି କହିଲେ, ସବୁ ଗଛଗୁଡିକୁ ଦେଖ। ଡିମ୍ବିରି ଗଛଟି ଗୋଟିଏ ଭଲ ଉଦାହରଣ।