ତୁମ୍ଭେ ୟୁଦ୍ଧ ବିଷୟ ରେ କିମ୍ବା ୟୁଦ୍ଧ ଚାଲିଥିବା ବିଷୟ ରେ ଉଡା ଖବର ଶୁଣି ଭୟଭୀତ ହାଇେ ୟିବନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
Cross references
ଆମ୍ଭମାନେେ ଦିନେ ନା ଦିନେ ସମସ୍ତେ ମରିବା। ଆମ୍ଭମାନେେ ଭୂମିରେ ଢଳା ହାଇେଥିବା ପାଣିପରି, ଯାହାକି ପକ୍ସ୍ଟନର୍ବାର ସଂଗ୍ରହ ହାଇେ ପାରିବ ନାହିଁ। ପରମେଶ୍ବର ଲୋକମାନଙ୍କୁ କ୍ଷମା କରନ୍ତି। ସେ ସମାନଙ୍କେ ପାଇଁ ଯୋଜନା କଲେ, ଯେଉଁମାନଙ୍କୁ ନିରାପଦ ପାଇଁ ବାଧ୍ଯ ରେ ଦୌଡି ପଳାନ୍ତି।
ୟଦି ସମସ୍ତ ସନୋବାହିନୀ ମାରେ ଚାରି ଦିଗରୁ ମାେତେ ଘରେି ୟାଆନ୍ତି, ତବେେ ମୁଁ ଭୟ କରିବି ନାହିଁ। ୟଦି ମାେତେ ଲୋକମାନେ ୟୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହବେି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
ହଠାତ୍ ଉତ୍ପନ୍ନ ଆଶଙ୍କାକୁ କିମ୍ବା ଦୁଷ୍ଟମାନଙ୍କ ଉପସ୍ଥିତି ବିନାଶକୁ ଭୟ କର ନାହିଁ।
ପ୍ରେତ୍ୟକକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧ ରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ବାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।'
ହାୟ, ହାୟ, ମାରେ ଦୁଃଖ ଓ ମାରେ ବ୍ଯସ୍ତତା ମାରେ ଅନ୍ତନାଡ଼ିକୁ ବ୍ଯଥିତ କରୁଛି। ମୁଁ ହୃଦଯ ରେ ଅସ୍ଥିରତା ଅନୁଭବ କରୁଛି। ମୁଁ ସ୍ଥିର ରହିପାରୁ ନାହିଁ, କାରଣ ମୁଁ ସହେି ତୂରୀ ଶବ୍ଦ ଓ ୟୁଦ୍ଧର ନାଦ ଶୁଣିପାରୁଛି।
ତୁମ୍ଭମାନେେ ନିଜ ନିଜ ହୃଦଯକୁ ଦୁର୍ବଳ କର ନାହିଁ। କି ଦେଶ ମଧିଅରେ ହେଉଥିବା ଜନରବକୁ ଶୁଣି ଭୀତ ହୁଅ ନାହିଁ। କାରଣ ଏ ବର୍ଷ ଏକ ଜନରବ ଉଠିବ ଓ ଅନ୍ୟ ବର୍ଷ ଅନ୍ୟ ଜନରବ ହବେ। ପୁଣି ସେ ଜନରବ ଭୟଙ୍କର ୟୁଦ୍ଧ ବିଷଯ ରେ ହବେ ଓ ଜଣେ ଶାସକ ଅନ୍ୟ ଏକ ଶାସକର ବିପକ୍ଷ ହବେ।
ଏହି ପୃଥିବୀ ରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ। କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହବେ।
ତୁମ୍ଭମାନେେ ୟୁଦ୍ଧ ବିଷୟ ରେ ଓ ୟୁଦ୍ଧର ଗୁଜବ ବିଷୟ ରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
ତୁମ୍ଭମାନେେ ଯେତବେେଳେ ୟୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କବେେ ଡରିୟିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହବେ।
ଯୀଶୁ କହିଲେ, ତୁମ୍ଭମାନଙ୍କେର ହୃଦୟ ଦୁଃଖିତ ନ ହେଉ। ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଥାଅ। ମାଠାେ ରେ ମଧ୍ଯ ବିଶ୍ବାସ ରଖ,
ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।
ସେ ପବିତ୍ର ବାକ୍ଯ ବୁଝଇେଲେ ଓ ସମାନଙ୍କେୁ ପ୍ରମାଣ ଦଇେ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ଯୁରୁ ପୁନର୍ଜୀବିତ ହବୋର ଆବଶ୍ଯକତା ଥିଲା। ପାଉଲ କହିଲେ, ଏହି ଯୀଶୁ, ଯାହାଙ୍କ ବିଷୟ ରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚ଼ାର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।