Home Bibles ମାର୍କଲିଖିତ ସୁସମାଚାର 14:24 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 14:24 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ କହିଲେ, ଏହା ମାରେ ରକ୍ତ। ମାରେରକ୍ତ ଏକ ନୂଆ ନିୟମ ଆରମ୍ଭ କରେ। ଏହି ନିୟମଟି ପରମେଶ୍ବରଙ୍କ ଠାରୁ ତାହାଙ୍କ ଲୋକଙ୍କ ପାଇଁ ଉଦ୍ଦିଷ୍ଟ। ଏହି ରକ୍ତ ଅନକେ ଲୋକଙ୍କ ପାଇଁ ଦିଆଯାଇଛି।

Cross references

ଯାତ୍ରା ପୁସ୍ତକ 24:8

ଏହାପରେ ମାଶାେ ସହେି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହାଇେଥିବା ନିଯମର ରକ୍ତ।

ଯିଖରିୟ 9:11

ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।

ମାର୍କଲିଖିତ ସୁସମାଚାର 10:45

ସହେିଭଳି ମନୁଷ୍ଯ ପୁତ୍ର ଅନ୍ୟ ଠାରୁ ସବୋ ପାଇବା ପାଇଁ ଆସି ନାହାଁନ୍ତି, ବରଂ ସେ ସବୋ କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦବୋ ପାଇଁ ଆସିଛନ୍ତି।

ଯୋହନଲିଖିତ ସୁସମାଚାର 6:53

ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ନିଶ୍ଚୟ ମନଷ୍ଯପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନକରିବ, ତବେେ ତୁମ୍ଭ ଭିତ ରେ ପ୍ରକୃତ ଜୀବନ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:16

ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ଯବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀର ରେ ଅଂଶ ନୁହେଁ କି ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:25

ସହେିପରି ସମାନେେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ : ଏହି ପାନପାତ୍ର ମାହେର ରକ୍ତ ରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭମାନେେ ଯେତେଥର ଏହି ପାତ୍ରକୁ ପାନ କରିବ, ମାେତେ ସ୍ମରଣ କରିବା ପାଇଁ ତାହା କରିବ।

ଏବ୍ରୀ 9:15

ଅତଏବ, ପରମେଶ୍ବରଙ୍କ ପାଖରୁ ଯୀଶୁଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ଯ ଯେପରି ପରମେଶ୍ବରଙ୍କ ଦ୍ବାରା ଆହୂତ ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହବେେ। ସମାନେେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳ ରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିବାଦ ରେ ଖ୍ରୀଷ୍ଟ ମୃତ୍ଯୁ ବରଣ କଲେ।

ଏବ୍ରୀ 13:20

ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:8

ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:9

ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।

Interlinear

Choose Theme