ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ପା୍ରର୍ଥନା କରୁଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଏଠା ରେ ବସ।
Cross references
କବରର ରାଶି ମାରେ ଚାରିଆଡ଼େ ଥିଲା, ମୃତ୍ଯୁର ୟନ୍ତା ମାେ ସମ୍ମୁଖରେ ଥିଲା।
ହେ ମାରେ ପରମେଶ୍ବର, ହେ ମାରେ ସଦାପ୍ରଭୁ, କାହିଁକି ତୁମ୍ଭେ ମାେତେ ପରିତ୍ଯାଗ କଲ ? ତୁମ୍ଭେ ମାେ ନିକଟରୁ ବହୁତ ଦୂରରେ ଥାଇ କିପରି ମାେତେ ସାହାୟ୍ଯ କରିବ। ତୁମ୍ଭେ ମାରେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ ?
ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାରେ ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
ମୁଁ ସମାନଙ୍କେୁ ପ୍ରମେ କଲି। କିନ୍ତୁ ସମାନେେ ମାେତେ ଦୋଷୀ କଲେ। କିନ୍ତୁ ମୁଁ କ୍ରମାଗତ ପ୍ରାର୍ଥନା କରିଚାଲିଛି।
ତା'ପରେ ଯୀଶୁ ଶିଷ୍ଯମାନଙ୍କ ସହିତ ଗେଥ୍ଶିମାନୀ ନାମକ ସ୍ଥାନକୁ ଗଲେ। ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ସଠାେରେ ଯାଇ ମୁଁ ପ୍ରାର୍ଥନା କରୁଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଏହିଠା ରେ ବସ।
ସେ କହିଲେ, ଆବ୍ବା , ହେ ପରମପିତା ତୁମ୍ଭ ପାଇଁ ସବୁ କିଛି ସମ୍ଭବ। ମାେ ଠାରୁ ୟନ୍ତ୍ରଣାର ଏହି ଗିନାଟି କୁ ଦୂ ରଇେ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମାେ ଇଚ୍ଛା ରେ କିଛି ନୁହେଁ।
ପୁଣି ଯୀଶୁ ଫରେିଗଲେ ଓ ସହେିଭଳି କହି ପ୍ରାର୍ଥନା କଲେ।
ଯୀଶୁ ଯୀରୂଶାଲମ ନଗର ଛାଡି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ସହିତ ଗଲେ।
ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ଯମାନଙ୍କ ସହିତ ଚାଲିଗଲେ। ସମାନେେ କିଦ୍ରୋଣ ଉପତ୍ୟକା ପାରି ହାଇଗେଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଚା ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସଠାେକୁ ଗଲେ।