ଏହା ଦେଖି ସଠାେରେ ଉପସ୍ଥିତ ଥିବା କେତକେ ଲୋକ ଖୁବ୍ ବିରକ୍ତ ହେଲେ ଓ ପରସ୍ପର କୁହାକୁହି ହେଲେ, ଅତରକୁ ଏଭଳି କାହିଁକି ନଷ୍ଟ କରାଗଲା?
Cross references
ଏହାପ ରେ ମୁଁ ଭାବିଲି, କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି। ମୁଁ ଦେଖିଲି ଲୋକମାନେ ଜୀବନ ରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସମାନେେ କବେେ ଚାହାଁନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ଯ ଅଟେ।
ତୁମ୍ଭେ ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କଲେ ତାହା ପରିଶାଧେ କରିବାକୁ ବିଳମ୍ବ କର ନାହିଁ। କାରଣ ମୂର୍ଖମାନଙ୍କଠା ରେ ତାଙ୍କର ସନ୍ତାଷେ ନାହିଁ। ତୁମ୍ଭେ ଯାହା ପ୍ରତିଜ୍ଞା କର, ତାହା ପରିଶାଧେ କର।
ମାତ୍ର, ତୁମ୍ଭମାନେେ ଆମ୍ଭର ନାମର ଅସମ୍ମାନ କରୁଛ। ତୁମ୍ଭମାନେେ କହୁଛ ସଦାପ୍ରଭୁଙ୍କର ୟଜ୍ଞବଦେୀ ଅପବିତ୍ର।
ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଅତ୍ଯନ୍ତ ରାଗିଗଲେ। ସମାନେେ କହିଲେ, ଏତେ ଅପବ୍ଯୟ କାହିଁକି?
ଈଷ୍କାରିଯୋଥ ୟିହୂଦା ସଠାେରେ ଥିଲା। ୟିହୂଦା ଯୀଶୁଙ୍କର ଶିଷ୍ଯମାନଙ୍କ ମଧ୍ଯରୁ ଜଣେ ଥିଲେ। ( ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ୟିହୂଦା ମରିୟମଙ୍କ ଏହି କାର୍ୟ୍ଯ ପସନ୍ଦ କଲେ ନାହିଁ। ସେ କହିଲେ,