ତା'ପରେ ସେ ଶିଷ୍ଯମାନଙ୍କ ପାଖକୁ ପୁଣି ଫରେି ଆସିଲେ ଓ ଦେଖିଲେ ଯେ, ସମାନେେ ପୁଣି ଶାଇେ ପଡିଛନ୍ତି। ସମାନଙ୍କେ ଆଖି ନିଦ ରେ ମାଡି ପଡୁଥିଲା। ଶିଷ୍ଯମାନେ ଜାଣି ପାରୁ ନଥିଲେ ଯେ, ସମାନେେ ଯୀଶୁଙ୍କୁ କ'ଣ ଉତ୍ତର ଦବେେ।
Cross references
ଯିହୁଦା କହିଲେ, ହେ ମହାଶୟ, ଆମ୍ଭର ଆଉ କିଛି କହିବାର ନାହିଁ। ଆମ୍ଭର ସଫଇେ ଦବୋର ଆଉ କିଛି ନାହିଁ। ଆମ୍ଭେ ପ୍ରମାଣ କରିପାରିବୁ ନାହିଁ ଯେ ଆମ୍ଭେ ନିର୍ଦ୍ ଦୋଷ। ପରମେଶ୍ବରଙ୍କ ବିଚାର ରେ ଆମ୍ଭେ କରିଥିବା କାର୍ୟ୍ଯ ଦୋଷାବହ। ସେଥିପାଇଁ ଆମ୍ଭେ ସମସ୍ତେ ତୁମ୍ଭର ଦାସ ହାଇେ ରହିବୁ, ତାହା ସହିତ ଯାହାର ପଟରୁ ତୁମ୍ଭର ପାତ୍ର ମିଳିଲା।
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୁମକୁ ଆସିଲେ। ସମାନେେ ଗୋଟିଏ ଘର ଭିତରକୁ ଗଲେ। ତାପରେ ଯୀଶୁ ଶିଷ୍ଯମାନଙ୍କୁ ପଚାରିଲେ, ଆଜି ରାସ୍ତା ରେ ଆସିବା ବେଳେ କେଉଁ ବିଷୟ ରେ ତୁମ୍ଭମାନେେ ୟୁକ୍ତିତର୍କ କରୁଥିଲ?
ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।