ମାର୍କଲିଖିତ ସୁସମାଚାର 14:42 · ଓଡ଼ିଆ ବାଇବେଲ
ଠିଆ ହୁଅ। ଆମ୍ଭମାନେେ ଏଥର ୟିବା। ଦେଖ, ମାେତେ ବିଶ୍ବାସଘାତକତା କରି ଧ ରଇେ ଦବୋ ଲୋକ ଏବେ ଆସୁଛି।
Cross references
ମାଥିଉଲିଖିତ ସୁସମାଚାର 26:46
ଉଠ, ଆମ୍ଭେ ୟିବା। ଦେଖ, ମାେତେ ଶତୃମାନଙ୍କ ହାତ ରେ ଯେଉଁ ଲୋକଟି ଦଇଦେବେ, ସେ ଏଠାକୁ ଆସୁଛି।
ଯୋହନଲିଖିତ ସୁସମାଚାର 18:1
ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ଯମାନଙ୍କ ସହିତ ଚାଲିଗଲେ। ସମାନେେ କିଦ୍ରୋଣ ଉପତ୍ୟକା ପାରି ହାଇଗେଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଚା ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସଠାେକୁ ଗଲେ।