ମାର୍କଲିଖିତ ସୁସମାଚାର 14:52 · ଓଡ଼ିଆ ବାଇବେଲ
ସେ ଲୁଗାକୁ ଖସାଇ ଦଲୋ ଓ ଉଲଗ୍ନ ହାଇେ ଦୌଡି ପଳାଇଲା।
Cross references
ଆଦି ପୁସ୍ତକ 39:12
ତା'ର ମୁନିବଙ୍କର ସ୍ତ୍ରୀ ତାଙ୍କର କୋଟ୍କୁ ଧରି ଟାଣି କହିଲେ, ମାେ ପାଖ ରେ ଶଯନ କର। କିନ୍ତୁ ଯୋଷଫେ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା'ର ହାତ ରେ ତାହାର କୋଟ୍ଟି ରହିଗଲା।
ଆୟୁବ ପୁସ୍ତକ 2:4
ଶଯତାନ ଉତ୍ତର ଦଲୋ, ଚର୍ମ ଚର୍ମ ପାଇଁ ! ଜଣେ ମନୁଷ୍ଯ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦଇେ ଦବେ।
ମାର୍କଲିଖିତ ସୁସମାଚାର 13:14
ତୁମ୍ଭମାନେେ, 'ଧ୍ବସଂ ଘଟାଉଥିବା ଭୟଙ୍କର ବସ୍ତୁକୁ' ଯେଉଁଠା ରେ ନ ରହିବା ଉଚିତ୍, ସହେି ସ୍ଥାନ ରେ ଥିବାର ଦେଖିବ। ଯେଉଁମାନେ ଏହା ପଢିବେ, ସମାନେେ ବୁଝିନବୋ ଉଚିତ୍ ଯେ ଏହାର ଅର୍ଥ କ'ଣ? ସେତବେେଳେ ୟିହୂଦାର ଲୋକମାନେ ପାହାଡ ଉପରକୁ ପଳଇବୋ ଉଚିତ।