Home Bibles ମାର୍କଲିଖିତ ସୁସମାଚାର 14:66 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 14:66 · ଓଡ଼ିଆ ବାଇବେଲ

ସହେି ସମୟରେ ପିତର ମଧ୍ଯ ଅଗଣା ମଧିଅରେ ଥିଲେ। ପିତରଙ୍କ ପାଖକୁ ମହାୟାଜକଙ୍କର ଜଣେ ଚାକରାଣୀ ଆସିଲା।

Cross references

ମାଥିଉଲିଖିତ ସୁସମାଚାର 26:58

ପିତର ଅଳ୍ପ ଦୂର ରେ ରହି ମହାୟାଜକଙ୍କ ଅଗଣା ପର୍ୟ୍ଯନ୍ତ ଯୀଶୁଙ୍କ ପେଛ ପେଛ ଗଲେ। ଯୀଶୁଙ୍କର ପରିଣାମ କଣ ହବେ, ତାହା ଦେଖିବା ପାଇଁ ସେ ଭିତରକୁ ଯାଇ ପ୍ରହରୀମାନଙ୍କ ମଧିଅରେ ବସି ପଡ଼ିଲେ।

ମାଥିଉଲିଖିତ ସୁସମାଚାର 26:69

ସହେି ସମୟରେ ପିତର ପ୍ରାଙ୍ଗଣ ମଧିଅରେ ବସିଥିଲେ। ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, ତୁମ୍ଭେ ମଧ୍ଯ ଗାଲିଲୀର ଯୀଶୁଙ୍କ ସହିତ ଥିଲ।

ମାର୍କଲିଖିତ ସୁସମାଚାର 14:54

ପିତର ଯୀଶୁଙ୍କଠାରୁ ଦୂର ରେ ରହି ତାହାଙ୍କ ପେଛ ପେଛ ଆସି ମହା ଯାଜକଙ୍କ ଅଗଣା ଭିତ ରେ ପହଞ୍ଚିଗଲେ। ସେ ସଠାେରେ ପ୍ରହରୀମାନଙ୍କ ସହିତ ବସି ଯାଇ ନିଆଁ ରେ ସକେି ହେଲେ।

ଲୂକଲିଖିତ ସୁସମାଚାର 22:55

ସୈନ୍ଯମାନେ ଅଗଣା ମଝି ରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ଯ ସମାନଙ୍କେ ସହିତ ବସିଲେ।

ଯୋହନଲିଖିତ ସୁସମାଚାର 18:15

ଶିମାନେ ପିତର ଓ ଅନ୍ୟ ଜଣେ ଶିଷ୍ଯ ଯୀଶୁଙ୍କ ସହିତ ଗଲେ। ସହେି ଶିଷ୍ଯଜଣ ମହାୟାଜକଙ୍କୁ ଜାଣିଥିଲେ। ତେଣୁ ସେ ଯୀଶୁଙ୍କ ସହିତ ମହାୟାଜକଙ୍କ ଘର ଅଗଣା ପର୍ୟ୍ଯନ୍ତ ଗଲେ।

ଯୋହନଲିଖିତ ସୁସମାଚାର 18:25

ଶିମାନେ ପିତର ନିଆଁ ପାଖେ ଠିଆ ହାଇେ ସକେି ହେଉଥିଲେ। ଅନ୍ୟ ଲୋକମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଏହି ଲୋକର ଶିଷ୍ଯମାନଙ୍କ ଭିତରୁ ଜଣେ? କିନ୍ତୁ ପିତର ମନା କଲେ।

Interlinear

Choose Theme