Home Bibles ମାର୍କଲିଖିତ ସୁସମାଚାର 14:69 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 14:69 · ଓଡ଼ିଆ ବାଇବେଲ

ସେ ଚାକରାଣୀଟି ପୁଣି ପିତରଙ୍କୁ ଦେଖି ସଠାେରେ ଠିଆ ହାଇେଥିବା ଲୋକମାନଙ୍କୁ କହିବାକୁ ଲାଗିଲା, ଏ ଲୋକଟି ସମାନଙ୍କେ ମଧ୍ଯରୁ ଜଣେ।

Cross references

ମାର୍କଲିଖିତ ସୁସମାଚାର 14:38

ଜାଗି ରୁହ ଓ ପ୍ରାର୍ଥନା କର ଯେ, ତୁମ୍ଭମାନେେ ଯେପରି ପରୀକ୍ଷା ରେ ନ ପଡ। ଯାହା ଠିକ୍, ତୁମ୍ଭର ଆତ୍ମା ତାହା କରିବାକୁ ଚାହୁଁଛି, କିନ୍ତୁ ତୁମ୍ଭର ଶରୀର ଦୁର୍ବଳ।

ଲୂକଲିଖିତ ସୁସମାଚାର 22:58

ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ଯରୁ ତୁମ୍ଭେ ମଧ୍ଯ ଜଣେ।

ଯୋହନଲିଖିତ ସୁସମାଚାର 18:17

ସହେି ଦାସୀ ପିତରଙ୍କୁ ପଚାରିଲା, ତୁମ୍ଭେ ବି କ'ଣ ଏହି ଲୋକର ଶିଷ୍ଯମାନଙ୍କ ମଧ୍ଯରୁ ଜଣେ?

ଯୋହନଲିଖିତ ସୁସମାଚାର 18:25

ଶିମାନେ ପିତର ନିଆଁ ପାଖେ ଠିଆ ହାଇେ ସକେି ହେଉଥିଲେ। ଅନ୍ୟ ଲୋକମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଏହି ଲୋକର ଶିଷ୍ଯମାନଙ୍କ ଭିତରୁ ଜଣେ? କିନ୍ତୁ ପିତର ମନା କଲେ।

ଗାଲାତୀୟଙ୍କ ପ୍ରତି ପତ୍ର 6:1

ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।

Interlinear

Choose Theme