Home Bibles ମାର୍କଲିଖିତ ସୁସମାଚାର 14:71 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 14:71 · ଓଡ଼ିଆ ବାଇବେଲ

ତା'ପରେ ପିତର ଅଭିଶାପ ଦବୋକୁ ଲାଗିଲେ। ସେ ଦୃଢ ଭାବରେ କହିଲେ, ମୁଁ ପରମେଶ୍ବରଙ୍କ ନାମ ରେ ଶପଥ କରି କହୁଛି ଯେ, ତୁମ୍ଭମାନେେ ଯେଉଁ ଲୋକ ବିଷୟ ରେ କହୁଛ, ମୁଁ ତାହାକୁ ଆଦୌ ଜାଣେ ନାହିଁ।

Cross references

ଦିତୀୟ ରାଜାବଳୀ 8:12

ତହୁଁ ହସାଯଲେ ପଚାରିଲେ, ହେ ମାରେ ମହାଶୟ, କାହିଁକି ରୋଦନ କଲେ?

ଦିତୀୟ ରାଜାବଳୀ 10:32

ସହେି ସମୟରେ ସଦାପ୍ରଭୁ ଇଶ୍ରାୟେଲକୁ ଭାଗ କରିବାକୁ ଆରମ୍ଭ କଲେ। ପୁଣି ଅରାମର ରାଜା ହସାଯଲେ ଇଶ୍ରାୟେଲର ସମସ୍ତ ସୀମା ରେ ଇଶ୍ରାୟେଲୀୟମାନଙ୍କୁ ପରାସ୍ତ କଲେ।

ଯିରିମିୟ 17:9

ଯାହାର ଅନ୍ତଃକରଣ ସବୁଠାରୁ କପଟମଯ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କହେି ଜାଣିପାରିବେ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:12

ଅତଏବ, ଯେଉଁଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହାଇେଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ।

Interlinear

Choose Theme