ମାର୍କଲିଖିତ ସୁସମାଚାର 15:28 · ଓଡ଼ିଆ ବାଇବେଲ
ଜଣକୁ ତାହାଙ୍କର ଡାହାଣ ପଟେ ଓ ଆଉ ଜଣଙ୍କୁ ବାମ ପଟେ କୃଶ ବିଦ୍ଧ କରାଗଲା।
Cross references
ଯିଶାଇୟ 53:12
ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧିଅରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନବେେ। କାରଣ ସେ ମୃତ୍ଯୁ ମୁଖ ରେ ତାଙ୍କର ଜୀବନ ଦଇେ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ।
ଲୂକଲିଖିତ ସୁସମାଚାର 22:37
ଶାସ୍ତ୍ର କ ହେ:
ଏବ୍ରୀ 12:2
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।