Home Bibles ☰ Books ମାର୍କଲିଖିତ ସୁସମାଚାର 15:31 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 15:31 · ଓଡ଼ିଆ ବାଇବେଲ

ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ମଧ୍ଯ ସଠାେରେ ଉପସ୍ଥିତ ଥିଲେ। ଅନ୍ୟ ଲୋକମାନେ ଯୀଶୁଙ୍କୁ ଯଭେଳି ଭାବରେ ଥଟ୍ଟା କରୁଥିଲେ, ସମାନେେ ମଧ୍ଯ ଠିକ୍ ସହେିଭଳି ୟିଶୁଙ୍କୁ ଥଟ୍ଟା କଲେ। ସମାନେେ କୁହାକୁହି ହେଉଥିଲେ, ସେ ଅନ୍ୟକୁ ରକ୍ଷା କରୁଥିଲା, କିନ୍ତୁ ଏବେ ସେ ନିଜକୁ ରକ୍ଷା କରି ପାରିଲା ନାହିଁ।

Cross references

ଗୀତସଂହିତା 2:1

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ଗୀତସଂହିତା 22:16

କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।

ମାଥିଉଲିଖିତ ସୁସମାଚାର 27:41

ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚ଼ୀନମାନେ ମଧ୍ଯ ସଠାେରେ ଥିଲେ। ସମାନେେ ମଧ୍ଯ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ।

ଲୂକଲିଖିତ ସୁସମାଚାର 23:35

ଲୋକମାନେ ସଠାେରେ ଠିଆ ହାଇେ ଯୀଶୁଙ୍କୁ ଲକ୍ଷ୍ଯ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସମାନେେ କହୁଥିଲେ, ଯଦି ସେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଖ୍ରୀଷ୍ଟ, ତବେେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?

ଯୋହନଲିଖିତ ସୁସମାଚାର 11:47

ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।

ଯୋହନଲିଖିତ ସୁସମାଚାର 12:23

ଯୀଶୁ ସମାନଙ୍କେୁ କହିଲେ, ବର୍ତ୍ତମାନ ମନୁଷ୍ଯ ପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି।

ପିତରଙ୍କ ପ୍ରଥମ ପତ୍ 3:17

ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ବରଙ୍କର ଇଚ୍ଛା, ତବେେ ଏହାହିଁ ଭଲ।

Interlinear

Choose Theme