ଯୀଶୁ ଯେତବେେଳେ ପ୍ରାଣତ୍ଯାଗ କଲେ, ସେତବେେଳେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଦୁଇଖଣ୍ଡ ହାଇେ ଚିରିଗଲା।
Cross references
ତୁମ୍ଭେ ନୀଳବର୍ଣ୍ଣ ଓ ଧୂମ୍ରବର୍ଣ୍ଣ ଓ ସିନ୍ଦୁର ବର୍ଣ୍ଣ ଶୁଭ୍ର କ୍ଷୋମ ସୂତ୍ର ରେ ଏକ ପରଦା ପ୍ରସ୍ତୁତ କରିବ। ସେଥି ରେ କିରୂବଦୂତଗଣର ଆକୃତିକୁ ଚିତ୍ରିତ କର।
ଏହାପରେ ମାଶାେ ନିଯମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧିଅରେ ରଖିଲେ। ସେ ସାଙ୍ଗିକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡାଇ ଦେଲେ।
ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ଯୁ ନ ହୁଏ, ଏଥିପାଇଁ ବିଚ୍ଛଦେ ବସ୍ତ୍ର ଭିତ ରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛଦକ ସମ୍ମୁଖ ରେ ପବିତ୍ର ସ୍ଥାନ ରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦବୋ।
ଏହାପରେ ଶଲେଶମନ ମହାପବିତ୍ର ସ୍ଥାନ ନିର୍ମାର କଲେ। ଏହା ମହାପବିତ୍ର ସ୍ଥଳର ର୍ଦୈଘ୍ଯ କୋଡ଼ିଏ ହାତ ଏବଂ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଏହି ସ୍ଥାନ ମନ୍ଦିରର ଅବଶିଷ୍ଟ ସ୍ଥାନ ଭଳି ଥିଲା। ଏହି ମହାପବିତ୍ର ସ୍ଥଳର କାନ୍ଥ ରେ ଶଲୋମନ ଶୁଦ୍ଧ ସୁବର୍ଣ୍ଣ ଚଢ଼ାଇଲେ। ଏହି ସୁନାର ଓଜନ 20,580 କିଲୋଗ୍ରାମରୁ ଅଧିକ ଥିଲା।
ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଚିରିଯାଇ ଦୁଇଖଣ୍ଡ ହାଇଗେଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟି ଗଲା,
ସୂର୍ୟ୍ଯ ଦଖାଯାେଉ ନଥିଲେ। ମନ୍ଦିରର ପରଦା ଦୁଇଖଣ୍ଡ ହାଇେ ଚିରିଗଲା।
ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।
ଆମ୍ଭର ସହେି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢୁଆଳ ରେ ଥିବା ପବିତ୍ର ସ୍ଥାନ ରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରେଖ।
ଦ୍ବିତୀୟ ପରଦା ପଛ ପଟ ରେ ଯେଉଁ ବଖରାଟି ଥିଲା ତାହାକୁ 'ମହାପବିତ୍ର ସ୍ଥାନ' କୁହାଯାଉଥିଲା।
ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।