Home Bibles ମାର୍କଲିଖିତ ସୁସମାଚାର 15:44 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 15:44 · ଓଡ଼ିଆ ବାଇବେଲ

ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲଣେି ଶୁଣି ପୀଲାତ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସେ ଯୀଶୁଙ୍କୁ ଜଗିଥିବା ସନୋପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲଣେି କି ନାହିଁ ପଚାରିଲେ।

Cross references

ଯୋହନଲିଖିତ ସୁସମାଚାର 19:31

ସଦେିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶଷେ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଚାହୁଁ ନଥିଲେ ଯେ, ମୃତ ଶରୀରଗୁଡିକ କୃଶ ଉପରେ ବିଶ୍ରାମବାର ଦିନ ପର୍ୟ୍ଯନ୍ତ ଝୁଲି ରହୁ। ତେଣୁ ସମାନେେ ପୀଲାତଙ୍କୁ ଅନୁ ରୋଧ କଲେ ଯେ, ସମାନଙ୍କେର ଗୋଡ ଭାଙ୍ଗିଦବୋ ପାଇଁ ଆଦେଶ ଦିଅନ୍ତୁ। ଯେପରି ସମାନେେ ଶ୍ରୀଘ୍ର ମରିଯିବେ ଓ ସମାନଙ୍କେର ଦହେ କୃଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ।

Interlinear

Choose Theme