Home Bibles ମାର୍କଲିଖିତ ସୁସମାଚାର 15:8 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 15:8 · ଓଡ଼ିଆ ବାଇବେଲ

ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ଯ ସମାନଙ୍କେ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ।

Cross references

ଯାତ୍ରା ପୁସ୍ତକ 12:6

ତୁମ୍ଭମାନଙ୍କୁ ସହେି ମଷେ ଶାବକକୁ ମାସର ଚତୁର୍ଦ୍ଦଶ ଦିନୟାଏଁ ନଜର ରେ ରଖିବାକୁ ହବେ। ସହେିଦିନ ଇଶ୍ରାୟେଲର ସମସ୍ତ ଲୋକମାନେ ସୂର୍ୟ୍ଯାସ୍ତ ପରେ ସନ୍ଧ୍ଯା ପୂର୍ବରୁ ଏମାନଙ୍କୁ ହତ୍ଯା କରିବେ।

Interlinear

Choose Theme