Home Bibles ମାର୍କଲିଖିତ ସୁସମାଚାର 2:11 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 2:11 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭକୁ କହୁଛି , ଠିଆ ହୁଅ, ବିଛଣା ଧର ଓ ଘରକୁ ଯାଅ।

Cross references

ମାର୍କଲିଖିତ ସୁସମାଚାର 1:41

ସହେି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢଇେ ଲୋକଟିକୁ ଛୁଇଁ ଦେଲେ ଓ କହିଲେ, ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଚାହୁଁଛି, ତୁମ୍ଭେ ସୁସ୍ଥ ହାଇଯୋଅ।

ଯୋହନଲିଖିତ ସୁସମାଚାର 5:8

ତା'ପରେ ଯୀଶୁ କହିଲେ, ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଚାଲ।

ଯୋହନଲିଖିତ ସୁସମାଚାର 6:63

ଶରୀର ମନଷ୍ଯକୁ ଜୀବନଦାନ କରନୋହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।

Interlinear

Choose Theme