ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ ଓ ପରମେଶ୍ବରଙ୍କ ମହିମାଗାନ କଲେ। ସମାନେେ କହିଲେ, ଆମ୍ଭମାନେେ ଏଭଳି ଆଶ୍ଚର୍ୟ୍ଯ ଘଟଣା କବେେ ହେଲେ ଦେଖି ନଥିଲୁ।
Cross references
ଜମା ହାଇେଥିବା ଲୋକେ ଏ କଥା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ପରମେଶ୍ବର ଜଣେ ମଣିଷକୁ ଏପରି ଶକ୍ତି ଦଇେଥିବାରୁ ସମାନେେ ପରମେଶ୍ବରଙ୍କର ମହିମା ଗାନ କଲେ।
ଯୀଶୁ ତା' ଦହରେୁ ଭୂତକୁ ତଡି ଦେଲେ। କିଛି କହି ପାରୁ ନଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫରେି ପାଇଲା। ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଇଶ୍ରାଯାଲ ରେ ଏଭଳି ଘଟଣା ଘଟିବା ଆମ୍ଭେ କବେେ ହେଲେ ଦେଖି ନଥିଲୁ।
ଜମା ହାଇେଥିବା ଲୋକେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ, ସମାନେେ କୁହାକୁହି ହେଲେ, ଆମ୍ଭ ପାଖକୁ ପରମେଶ୍ବର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସହେି ଦାଉଦଙ୍କ ପୁତ୍ର ଅଟନ୍ତି?
ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁନଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହାଇେଛନ୍ତି; େଛାଟାମାନେ ଚାଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସମାନେେ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ମହିମା ଗାନ କଲେ।
ଏହା ଦେଖି ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରସ୍ପର କୁହାକୁହି ହେଲେ, ଏଠା ରେ କ'ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି। ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ଯ ଆଜ୍ଞା ଦେଉଛି ଓ ଭୂତମାନେ ତା' କଥା ମାନୁଛନ୍ତି।
ସଠାେରେ ଯେଉଁମାନେ ଉପସ୍ଥିତ ଥିଲେ, ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ହାଇଯୋଇ ପରମେଶ୍ବରଙ୍କ ଗୁଣଗାନ କରିବାକୁ ଲାଗିଲେ। ପରମେଶ୍ବରଙ୍କ ଶକ୍ତି ଦେଖି ସମାନଙ୍କେ ହୃଦୟ ଭକ୍ତି ରେ ଭରିଗଲା। ସମାନେେ କହି ଉଠିଲେ, ଆଜି ଆମ୍ଭମାନେେ ବିସ୍ମୟ ଜନକ ଘଟଣାମାନ ଦେଖିଛୁ।
ସବୁଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରମେଶ୍ବରଙ୍କ ମହିମା ଗାନ କଲେ। ସମାନେେ କହିଲେ, ଜଣେ ମହାନ ଭବିଷ୍ଯଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା ଆହୁରି ମଧ୍ଯ ସମାନେେ କହିଲେ, ପରମେଶ୍ବର ନିଜ ଲୋକଙ୍କୁ ସାହାୟ୍ଯ କରିବା ପାଇଁ ଆସି ଯାଇଛନ୍ତି।
ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହବୋକୁ ସକ୍ଷମ ହେଲା। ସେ ପରମେଶ୍ବରଙ୍କ ସ୍ତୁତି କଲା।
ସହେି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲା ବେଳେ ସୁସ୍ଥ ହାଇଗେଲେ।
ବହୁତ ଲୋକ ଯୀଶୁଙ୍କୁ ବିଶ୍ବାସ କଲେ। ଲୋକମାନେ କହିଲେ, ଆମ୍ଭେ ଖ୍ରୀଷ୍ଟଙ୍କ ଆଗମନ ପାଇଁ ଅପେକ୍ଷା କରିଛୁ। ଏହି ବ୍ଯକ୍ତି ଯେଉଁ ସବୁ ଆଶ୍ଚର୍ୟ୍ଯକାର୍ୟ୍ଯ କରିଛନ୍ତି, ଖ୍ରୀଷ୍ଟ ଆସିଲେ ଏହା ଅପେକ୍ଷା କ'ଣ ଅଧିକ କରିବେ? ନା, ଏହି ବ୍ଯକ୍ତି ନିଶ୍ଚୟ ଖ୍ରୀଷ୍ଟ ହାଇେଥିବେ।
ଆଜି ପର୍ୟ୍ଯନ୍ତ କହେି କବେେ ଜଣେ ଜନ୍ମ ଅନ୍ଧର ଆଖି ଖାଲିେ ପାରି ନଥିଲେ।
ତେଣୁ ସେ ସମାନଙ୍କେୁ ଆଉ ଥରେ ଭୟ ଦଖାଇେଲେ ଏବଂ ସମାନଙ୍କେୁ ମୁକ୍ତ କଲେ।