Home Bibles ☰ Books ମାର୍କଲିଖିତ ସୁସମାଚାର 2:26 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 2:26 · ଓଡ଼ିଆ ବାଇବେଲ

ତୁମ୍ଭମାନେେ କ'ଣ ପଢିନାହଁ ଯେ, ଅବିଯାଥାର ମହାୟାଜକ ଥିବା ସମୟରେ ଦାଉଦ ପରମେଶ୍ବରଙ୍କ ମନ୍ଦିର ରେ ପ୍ରବେଶ କରି ପରମେଶ୍ବରଙ୍କୁ ଅର୍ପଣ କରାଯାଇ ଥିବା ଖାଦ୍ୟ ଖାଇଥିଲେ? ମାଶାଙ୍କେ ନିୟମ ଅନୁସାରେ ଯାଜକମାନେ କବଳେ ସହେି ଖାଦ୍ୟ ଖାଇ ପାରିବେ। ତାହାଙ୍କ ବ୍ଯତୀତ ଆଉ କାହାରିକୁ ସହେି ଖାଦ୍ୟ ଖାଇବାର ଅଧିକାର ନାହିଁ। କିନ୍ତୁ ଦାଉଦ ସେ ଖାଦ୍ୟରୁ କିଛି ମଧ୍ଯ ତାହାଙ୍କ ସହିତ ଥିବା ଲୋକମାନଙ୍କୁ ଖାଇବାକୁ ଦଇେଥିଲେ।

Cross references

ଯାତ୍ରା ପୁସ୍ତକ 29:32

ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ସମାଗମ ତମ୍ବୁ ଦ୍ବାର ଦେଶ ରେ ଏହାକୁ ଖାଇବେ। ଡାଲା ରେ ଥିବା ରୋଟୀକୁ ମଧ୍ଯ ସମାନେେ ଖାଇବେ।

ଲେବୀୟ ପୁସ୍ତକ 24:5

ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।

ପ୍ରଥମ ଶାମୁୟେଲ 21:1

ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକକ୍ସ୍ଟ ଫରେିଗଲେ।

ପ୍ରଥମ ଶାମୁୟେଲ 22:20

କିନ୍ତୁ ଅହିଟୂବର ପକ୍ସ୍ଟତ୍ର ଅହୀମଲକରେ ପକ୍ସ୍ଟତ୍ରମାନଙ୍କ ମଧ୍ଯରକ୍ସ୍ଟ ଅବିଯାଥର ନାମ ରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡକକ୍ସ୍ଟ ପଳାଇଲା।

ପ୍ରଥମ ଶାମୁୟେଲ 23:6

ଯେତବେେଳେ ଅହୀମଲକରେ ପକ୍ସ୍ଟତ୍ର ଅବିଯାଥର କିଯୀଲାକକ୍ସ୍ଟ ଦାଉଦଙ୍କ ନିକଟକକ୍ସ୍ଟ ପଳାଇ ଆସିଲା, ସେତବେେଳେ ଏକ ଏଫୋଦ ହାତ ରେ ଆଣିଥିଲା।

ପ୍ରଥମ ଶାମୁୟେଲ 23:9

ଦାଉଦ ଜାଣିପାରିଲେ ଶାଉଲ ତାଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଯୋଜନା କରିଛନ୍ତି। ତେଣୁ ଦାଉଦ ଯାଜକ ଅବିଯାଥରକକ୍ସ୍ଟ କହିଲେ, ଏଠାକକ୍ସ୍ଟ ଏଫୋନ୍ ଆଣ।

ଦିତୀୟ ଶାମୁୟେଲ 8:17

ଅହୀଟକ୍ସ୍ଟବର ପକ୍ସ୍ଟତ୍ର ସାଦୋକ୍ ଓ ଅବିଯାଥରର ପକ୍ସ୍ଟତ୍ର ଅହୀମଲକେ ଯାଜକ ଥିଲେ। ସରାଯ ଲେଖକ ଥିଲେ।

ଦିତୀୟ ଶାମୁୟେଲ 15:24

ସାଦୋକ ଓ ସମସ୍ତ ଲବେୀୟ ପରମେଶ୍ବରଙ୍କ ନିଯମ-ସିନ୍ଦକ୍ସ୍ଟକ ନଇେ ଆସିଲେ। ୟିରକ୍ସ୍ଟଶାଲମ ନଗର ରେ ସମାନେେ ପରମେଶ୍ବରଙ୍କର ପବିତ୍ର ନିଯମ-ସିନ୍ଦକ୍ସ୍ଟକ ସ୍ଥାପନ କଲେ। ସମସ୍ତ ଲୋକ ବାହାର ହାଇେ ଆସିବା ପର୍ୟ୍ଯନ୍ତ ଅବିଯାଥର ପ୍ରାର୍ଥନା କଲେ

ଦିତୀୟ ଶାମୁୟେଲ 15:29

ଏଣୁ ସାଦୋକ ଓ ଅବିଯାଥର ପକ୍ସ୍ଟନର୍ବାର ଯିରୁଶାଲମକୁ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଗଲେ ଓ ସମାନେେ ସଠାେରେ ରହିଲେ।

ଦିତୀୟ ଶାମୁୟେଲ 15:35

ସଠାେରେ ତକ୍ସ୍ଟମ୍ଭ ସହିତ ଯାଜକ ସାଦୋକ ଓ ଅବିଯାଥର ଅଛନ୍ତି। ଏଣୁ ତୁମ୍ଭେ ରାଜଗୃହରକ୍ସ୍ଟ ଯାହା ସବୁ ଶକ୍ସ୍ଟଣିବ, ତାହା ସାଦୋକ ଓ ଅବିଯାଥର ଯାଜକକକ୍ସ୍ଟ ଜଣାଇବ।

ଦିତୀୟ ଶାମୁୟେଲ 20:25

ଶିବା ଥିଲା ଲେଖକ, ପକ୍ସ୍ଟଣି ସାଦୋକ୍ ଓ ଅବିଯାଥର ଯାଜକ ଥିଲେ।

ପ୍ରଥମ ରାଜାବଳୀ 1:7

ପୁଣି ସେ ସରୁଯାର ପୁତ୍ର ଯୋୟାବ ଓ ଅବିଯାଥର ଯାଜକ ସହିତ ପରାମର୍ଶ କଲେ। ସମାନେେ ଅଦୋନିଯର ଅନୁଗତ ହାଇେ ତାଙ୍କୁ ରାଜା କରିବାକୁ ସାହାୟ୍ଯ କଲେ।

ପ୍ରଥମ ରାଜାବଳୀ 2:22

ରାଜା ଶଲୋମନ ତାଙ୍କ ମାତାଙ୍କୁ ପଚାରିଲେ, ତୁମ୍ଭେ ମାେତେ କାହିଁକି ଅବୀଶଗ ସହିତ ଅଦୋନିଯକୁ ବିବାହ ଦବୋ ପାଇଁ କହୁଛ? ତୁମ୍ଭେ ମାେତେ କାହିଁକି ପଗ୍ଭରୁନାହଁ ତାକୁ ରାଜା କରିବା ପାଇଁ? କାରଣ ସେ ତ ମାରେବଡଭାଇ। ଯାଜକ ଅବିଯାଥର ଓ ସରୁଯାର ପୁତ୍ର ଯୋୟାବ ତାକୁ ସମର୍ଥନ କରନ୍ତି।

ପ୍ରଥମ ରାଜାବଳୀ 2:26

ତା'ପରେ ରାଜା ଯାଜକ ଅବିଯାଥରକୁ କହିଲେ, ତୁମ୍ଭେ ଅନାେଥାତ ସ୍ଥିତ ତୁମ୍ଭର ଗୃହକୁ ୟାଅ। କାରଣ ତୁମ୍ଭେ ଯଦିଓ ମୃତ୍ଯୁ ଯୋଗ୍ଯ, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବାକୁ ଯାଉନାହିଁ, କାରଣ ତୁମ୍ଭେ ମାରେ ପିତା ଦାଉଦଙ୍କ ସମ୍ମୁଖ ରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହନ କରିଥିଲ ଓ ତୁମ୍ଭେ ମାେ ପିତାଙ୍କର କଠିନ ସମୟରେ ସହେି ପ୍ରକାର ବିପଦଗୁଡିକରେ ଭାଗୀ ହାଇେଥିଲା।

ପ୍ରଥମ ରାଜାବଳୀ 4:4

ୟିହୋଯାଦାର ପୁତ୍ର ବନାଯ ଥିଲା ସୈନ୍ଯ ବାହୀନିର ସନୋପତି

ପ୍ରଥମ ବଂଶାବଳୀ 24:6

ଶମଯିଯ ସଂପାଦକ ଥିଲେ। ସେ ନଥନଲଙ୍କେ ପୁତ୍ର ଥିଲେ। ଶମଯିଯ ଲବେୀ ଗୋଷ୍ଠୀରୁ ଆସିଥିଲେ। ଶମଯିଯ ସହେି ବଂଶଧରମାନଙ୍କ ନାମ ଲେଖିଲେ। ସେ ସହେି ନାମଗୁଡ଼ିକୁ ରାଜା ଦାଉଦ ଓ ସହେି ନେତାଗଣ : ଯାଜକ ସାଦୋକ, ଅହୀମଲକେ, ଯାଜକମାନଙ୍କର ବଂଶଜ ନେତା ଓ ଲବେୀ ବଂଶଜ ନେତାମାନଙ୍କ ସମ୍ମୁଖ ରେ ଲେଖିଲେ। ଅହୀମଲକେ ଅବିଯାଥରଙ୍କ ପୁତ୍ର ଥିଲେ। ପ୍ରତିଥର ଗୁଳାବାଣ୍ଟ ଦ୍ବାରା ସମାନେେ ଜଣେ ବ୍ଯକ୍ତିକୁ ମନୋନୀତ କଲେ ଓ ଶମଯିଯ ସହେି ଲୋକର ନାମ ଲେଖି ରଖିଲେ। ତେଣୁ ସମାନେେ ଇଲିଯାସର ଓ ଈଥାମରଙ୍କ ପରିବାରର ବ୍ଯକ୍ତିମାନଙ୍କର ମଧ୍ଯ କାମକୁ ଭାଗ କରି ଦେଲେ।

Interlinear

Choose Theme