Home Bibles ମାର୍କଲିଖିତ ସୁସମାଚାର 2:3 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 2:3 · ଓଡ଼ିଆ ବାଇବେଲ

ସହେି ସମୟରେ କେତକେ ଲୋକ ତାହାଙ୍କ ପାଖକୁ ଗୋଟିଏ ପକ୍ଷାଘାତ ରୋଗଗ୍ରସ୍ତ ଲୋକକୁ ଆଣିଲେ। ରୋଗୀକୁ ଚାରି ଜଣ ଲୋକ ବୋହି କରି ଆଣିଥିଲେ।

Cross references

ମାଥିଉଲିଖିତ ସୁସମାଚାର 4:24

ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

ମାଥିଉଲିଖିତ ସୁସମାଚାର 9:1

ଯୀଶୁ ନେ ୗକା ରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫରେିଗଲେ।

ଲୂକଲିଖିତ ସୁସମାଚାର 5:18

ସତେିକି ବେଳେ କେତକେ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ଖଟ ରେ ବୋହିକରି ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ରୋଗୀଟିକୁ ଭିତରକୁ ଆଣି ଯୀଶୁଙ୍କ ଆଗ ରେ ରଖିବା ପାଇଁ ଚେଷ୍ଟା କଲେ।

Interlinear

Choose Theme