Home Bibles ☰ Books ମାର୍କଲିଖିତ ସୁସମାଚାର 2:8 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 2:8 · ଓଡ଼ିଆ ବାଇବେଲ

ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟ ରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ମନ ରେ ଏସବୁ କଥା କାହିଁକି ଭାବୁଛ।

Cross references

ପ୍ରଥମ ବଂଶାବଳୀ 29:17

ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।

ଗୀତସଂହିତା 139:2

ତୁମ୍ଭେ ଜାଣ ଯେତବେେଳେ ମୁଁ ବସେ ଏବଂ ଯେତବେେଳେ ମୁଁ ଛିଡ଼ା ହୁଏ। ୟଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମାରେ ମନକଥା ଜାଣ।

ହିତୋପଦେଶ 15:26

ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ଯ ଅଟେ। ମାତ୍ର ସ୍ବଳ୍ପ କଥା ଆନନ୍ଦ ଦାୟକ।

ହିତୋପଦେଶ 24:9

ନିର୍ବୋଧ ଲୋକମାନେ ଯାହାସବୁ ଯୋଜନା କରନ୍ତି, ତାହା ପାପ। ଲୋକମାନେ ସହେି ଲୋକକୁ ଘୃଣା କରନ୍ତି ୟିଏ ଅନ୍ୟମାନଙ୍କଠାରୁ ନିଜକୁ ଉତ୍ତମ ବୋଲି ବିବଚେନା କରେ।

ଯିଶାଇୟ 55:7

ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।

ଯିହିଜିକଲ 38:10

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ସେ ସମୟରେ ନାନା ଭାବନା ତୁମ୍ଭ ମନ ରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।

ମାଥିଉଲିଖିତ ସୁସମାଚାର 9:4

ସମାନେେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ମନ୍ଦ ଭାବନା କାହିଁକି ଆଣୁଛ?

ମାର୍କଲିଖିତ ସୁସମାଚାର 7:21

ମନୁଷ୍ଯ ଭିତ ରେ, ତାର ମନ ରେ, ଏହି ସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଚାର, ୟୌନଗତ ପାପ, ଚୋରି, ହତ୍ଯା।

ଲୂକଲିଖିତ ସୁସମାଚାର 5:22

କିନ୍ତୁ ଯୀଶୁ ଜାଣପାରିଲେ ଯେ ସମାନେେ କ'ଣ ଭାବୁଛନ୍ତି। ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ଏଭଳି ବିଚାର କାହିଁକି ଆଣୁଛ?

ଲୂକଲିଖିତ ସୁସମାଚାର 6:8

କିନ୍ତୁ ସମାନେେ କ'ଣ ଭାବୁଛନ୍ତି, ତାହା ଯୀଶୁ ଜାଣି ପାରିଲେ। ତେଣୁ ଯେଉଁ ଲୋକଟିର ହାତ ପଙ୍ଗୁ ହାଇଯୋଇଥିଲା, ଯୀଶୁ ତାହାକୁ କହିଲେ, ଉଠ ଓ ସମସ୍ତଙ୍କ ଆଗ ରେ ଠିଆ ହାଇେ ଯାଅ। ସେ ଉଠିପଡି ସମସ୍ତଙ୍କ ଆଗ ରେ ଠିଆ ହାଇଗେଲା।

ଲୂକଲିଖିତ ସୁସମାଚାର 7:39

ଯେଉଁ ଫାରୁଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, ଯୀଶୁ ଯଦି ପ୍ରକୃତ ରେ ଜଣେ ଭବିଷ୍ଯଦ୍ବକ୍ତା ହାଇେଥା'ନ୍ତେ, ତବେେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।

ଲୂକଲିଖିତ ସୁସମାଚାର 24:38

କିନ୍ତୁ ଯୀଶୁ କହିଲେ, ତୁମ୍ଭମାନେେ କାହିଁକି ବ୍ଯସ୍ତ ହାଇେ ପଡୁଛ? ଯାହା ଦେଖୁଛ, ସେଥିଲେ କାହିଁକି ସନ୍ଦହେ କରୁଛ?

Interlinear

Choose Theme