କିନ୍ତୁ ଯୀଶୁ ସମାନଙ୍କେୁ ଦୃଢ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସମାନେେ ଲୋକମାନଙ୍କୁ ଯେପରି ନ କୁହନ୍ତି।
Cross references
ତାପରେ ଯୀଶୁ ତାହାକୁ କହିଲେ, ଦେଖ, ଏ ବିଷୟ ରେ କାହାକୁ କିଛି କୁହନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦଖାେଅ। ମାଶାଙ୍କେ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ବାରା ଲୋକଙ୍କୁ ଦେଖଇେ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହାଇେ ଯାଇଛ।
କିନ୍ତୁ ଯୀଶୁ ସମାନଙ୍କେୁ ଚତାବେନୀ ଦଇେ କହିଲେ, ଏ କଥା କାହାରି ଆଗ ରେ ପ୍ରକାଶ କରିବ ନାହିଁ।
ଯୀଶୁ ଭର୍ତ୍ସନା କରି କହିଲେ, ଚୁପ୍ କର, ଏହି ଠାରୁ ବାହାରିଯା।
ବିଭିନ୍ନ ପ୍ରକାର ରୋଗ ରେ ପୀଡିତ ଅନକେ ଲୋକଙ୍କୁ ଯୀଶୁ ସୁସ୍ଥ କରି ଦେଲେ। ସେ ମଧ୍ଯ ଲୋକଙ୍କ ଦହରେୁ ଅନକେ ଭୂତାତ୍ମା ବାହାରି ଚାଲି ୟିବାକୁ ବାଧ୍ଯ କଲେ, କିନ୍ତୁ ସେ କିଏ ବୋଲି ଭୂତ ମାନେ ଜାଣି ଥିବାରୁ ସେ ସମାନଙ୍କେୁ ପଦେ ହେଲେ କହିବାକୁ ସୁଯୋଗ ଦେଲନୋହିଁ।
ସେ ଏପରି ବହୁତ ଦିନ ପର୍ୟ୍ଯନ୍ତ କଲା, ପାଉଲ ଏଥିଲେ ବିରକ୍ତ ହାଇପେଡ଼ିଲେ। ସେ ସହେି ଆତ୍ମାକୁ କହିଲେ, ମୁଁ ଯୀଶୁଙ୍କ ନାମ ରେ ଆଦେଶ ଦେଉଛି, ଏହି ଝିଅଟି ଦହରେୁ ବାହାରିଯା। ସହେି ସମୟରେ ସେ ଆତ୍ମାଟି ବାହାରକୁ ଚ଼ାଲିଆସିଲା।