Home Bibles ମାର୍କଲିଖିତ ସୁସମାଚାର 3:30 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 3:30 · ଓଡ଼ିଆ ବାଇବେଲ

ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠା ରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।

Cross references

ମାର୍କଲିଖିତ ସୁସମାଚାର 3:22

ୟିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, ଯୀଶୁଙ୍କ ଦହେ ରେ ବାଆଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାୟ୍ଯ ରେ ଭୂତମାନଙ୍କୁ ତଡି ଦେଉଛନ୍ତି।

ଯୋହନଲିଖିତ ସୁସମାଚାର 10:20

ସମାନଙ୍କେ ମଧ୍ଯରୁ ଅନକେ ଯିହୂଦୀ କହିଲେ, ଜଣେ ଭୂତ ତା ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦଇେଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।

Interlinear

Choose Theme