Home Bibles ☰ Books ମାର୍କଲିଖିତ ସୁସମାଚାର 3:31 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 3:31 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁଙ୍କ ମାଆ ଓ ଭାଇମାନେ ସଠାେକୁ ଆସିଲେ। ସମାନେେ ବାହା ରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠଇେଲେ।

Cross references

ମାଥିଉଲିଖିତ ସୁସମାଚାର 12:46

ଯୀଶୁ ଯେତବେେଳେ ଏହି ସବୁ କଥା ସଠାେରେ ଜମା ରୋଇଥିବା ଲୋକମାନଙ୍କୁ କହୁଥିଲେ, ସେତବେେଳେ ତାହାଙ୍କ ମାଆ ଏବଂ ଭାଇ ଆସି ବାହା ରେ ଠିଆ ହେଲେ। ସମାନେେ ଯୀଶୁଙ୍କ ସାଙ୍ଗ ରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ।

ଲୂକଲିଖିତ ସୁସମାଚାର 8:19

ଯୀଶୁଙ୍କ ମାଆ ଓ ଭାଇମାନେ ତାହାଙ୍କୁ ଦେଖିବାକୁ ଆସିଲେ। କିନ୍ତୁ ବହୁତ ଲୋକ ଗହଳି ହାଇେଥିବା ହତେୁ ସମାନେେ ତାହାଙ୍କ ପାଖକୁ ଯାଇ ପାରୁନଥିଲେ।

Interlinear

Choose Theme