Home Bibles ମାର୍କଲିଖିତ ସୁସମାଚାର 3:35 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 3:35 · ଓଡ଼ିଆ ବାଇବେଲ

ଯେଉଁମାନେ ପରମେଶ୍ବରଙ୍କ ଇଛାକୁ କାର୍ୟ୍ଯକାରୀ କରନ୍ତି, ସମାନେେ ହିଁ ମାରେ ଭାଇ, ଭଉଣୀ ଓ ମାଆ।

Cross references

ମାଥିଉଲିଖିତ ସୁସମାଚାର 7:21

ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।

ଯୋହନଲିଖିତ ସୁସମାଚାର 7:17

ପରମେଶ୍ବର ଯାହା ଚାହାଁନ୍ତି ଯଦି କୌଣସି ବ୍ଯକ୍ତି ସହେି ଅନୁଯାଯୀ କାର୍ୟ୍ଯ କରେ, ମାରେଉପଦେଶ ପରମେଶ୍ବରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣିପାରିବ। ସେ ବ୍ଯକ୍ତି ଜାଣିପାରିବ ଯେ ଏ ଉପଦେଶ ମାେ ନିଜର ନୁହେଁ।

ଯାକୁବଙ୍କ ପତ୍ 1:25

କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।

ଯୋହନଙ୍କ ପ୍ରଥମ ପତ୍ର 2:17

ସଂସାର କ୍ଷୟ ପାଉଅଛି। ଏଥିସହିତ ସଂସାର ରେ ଥିବା ବିଷୟଗୁଡ଼ିକ ମଧ୍ଯ କ୍ଷୟ ପାଉଅଛି। ମାତ୍ର ଯେ କହେି ପରମେଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ଅନନ୍ତକାଳ ଜୀବିତ ହାଇେ ରହିବ।

ଯୋହନଙ୍କ ପ୍ରଥମ ପତ୍ର 3:22

ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।

Interlinear

Choose Theme