Home Bibles ମାର୍କଲିଖିତ ସୁସମାଚାର 4:13 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 4:13 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତବେେ ଅନ୍ୟ ଦୃଷ୍ଟାନ୍ତଗୁଡିକ କିପରି ବୁଝିବ?

Cross references

ମାଥିଉଲିଖିତ ସୁସମାଚାର 13:18

ତବେେ କୃଷକ ସମ୍ବନ୍ଧୀୟ ଦୃଷ୍ଟାନ୍ତର ଅର୍ଥ ଶୁଣ।

ମାଥିଉଲିଖିତ ସୁସମାଚାର 13:51

ଯୀଶୁ ନିଜ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?

ମାଥିଉଲିଖିତ ସୁସମାଚାର 15:15

ଏକଥା ଶୁଣି ପିତର କହିଲେ, ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝା

ମାଥିଉଲିଖିତ ସୁସମାଚାର 16:8

ସମାନେେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, ତୁମ୍ଭେ ରୋଟୀ ନଥିବା କଥା କାହିଁକି ତୁମ୍ଭ ଭିତ ରେ କୁହାକୁହି ହେଉଛ? ତୁମ୍ଭର ବିଶ୍ବାସ ଅଳ୍ପ।

ମାର୍କଲିଖିତ ସୁସମାଚାର 7:17

ତା'ପରେ ଯୀଶୁ ଲୋକମାନଙ୍କୁ ଛାଡି ଘର ଭିତରକୁ ଗଲେ। ଶିଷ୍ଯମାନେ ତାହାଙ୍କୁ ଏ ଦୃଷ୍ଟାନ୍ତ କଥା ବିଷୟ ରେ ପଚାରିଲେ।

ଲୂକଲିଖିତ ସୁସମାଚାର 8:11

ଦୃଷ୍ଟାନ୍ତର ଏହାହିଁ ଅର୍ଥ: ବୀଜ ଦେଉଛି ପରମେଶ୍ବରଙ୍କ ଉପଦେଶ।

ଲୂକଲିଖିତ ସୁସମାଚାର 24:25

ତା'ପରେ ଯୀଶୁ ସହେି ଦୁଇଜଣ ଲୋକଙ୍କୁ କହିଲେ, ତୁମ୍ଭମାନେେ କେତେ ବୋକା। ଭବିଷ୍ଯଦ୍ବକ୍ତାମାନେ ଯାହାସବୁ କହିଥିଲେ, ସହେି ସତ୍ଯକୁ ବିଶ୍ବାସ କରିବା ରେ ତୁମ୍ଭମାନେେ କେତେ ମନ୍ଥର।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:1

ଭାଇ ଓ ଭଉଣୀମାନେ! ପୂର୍ବ ରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠା ରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।

ଏବ୍ରୀ 5:11

ଏ ବିଷୟ ରେ ଆମ୍ଭର ତୁମ୍ଭମାନଙ୍କୁ ଅନକେ କଥା କହିବା ପାଇଁ ଅଛି। କିନ୍ତୁ ଯେ ହତେୁ ତୁମ୍ଭମାନେେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:19

ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।

Interlinear

Choose Theme