Home Bibles ମାର୍କଲିଖିତ ସୁସମାଚାର 4:16 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 4:16 · ଓଡ଼ିଆ ବାଇବେଲ

ଆଉ କେତକେ ଲୋକ ପଥୁରିଆ ଜମି ରେ ବୁଣା ଯାଇଥିବା ବୀଜ ଭଳି, ସମାନେେ ବାକ୍ଯ ଶୁଣନ୍ତି ଏବଂ ଶୀଘ୍ର ଆନନ୍ଦ ରେ ତାହା ଗ୍ରହଣ କରି ନିଅନ୍ତି।

Cross references

ଯିହିଜିକଲ 33:31

ଏବଂ ସମାନେେ ମାେ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମାେ ଲୋକପରି ସମାନେେ ତୁମ୍ଭ ସମ୍ମୁଖ ରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସମାନେେ ମାେ କଥା ମାନନ୍ତି ନାହିଁ। କାରଣ ସମାନେେ କବଳେ ତାହା କରନ୍ତି, ଯାହା ସମାନେେ କରିବାକୁ ଚାହାଁନ୍ତି। ଏବଂ ସମାନଙ୍କେ ହୃଦଯ ଅସାଧୁ ଲାଭ ପାଇଁ ଲୋଭି ଅଟେ।

ମାଥିଉଲିଖିତ ସୁସମାଚାର 8:19

ତା'ପରେ ଜଣେ ଧର୍ମଶାସ୍ତ୍ରୀ ତାହାଙ୍କ ପାଖକୁ ଆସି କହିଲେ, ଗୁରୁ, ଆପଣ ଯେଉଁଆଡେ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି।

ମାଥିଉଲିଖିତ ସୁସମାଚାର 13:20

ପଥୁରିଆ ଜାଗା ରେ ବୁଣାଯାଇଥିବା ବୀଜର ଅର୍ଥ କ'ଣ? ବୀଜଟି ଠିକ୍ ସହେି ଲୋକପରି, ଯେ ସୁସମାଚାର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ।

ମାର୍କଲିଖିତ ସୁସମାଚାର 6:20

ହରେୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହରେୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହରେୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ େ ହରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।

ମାର୍କଲିଖିତ ସୁସମାଚାର 10:17

ଯୀଶୁ ଯାଉଥିବା ବେଳେ ଜଣେ ଦୌଡି ଦୌଡି ତାହାଙ୍କ ପାଖକୁ ଆସିଲା ଓ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡିଲା। ସେ ପଚାରିଲା, ହେ ଉତ୍ତମ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହବୋ ପାଇଁ ମୁଁ କ'ଣ କରିବି?

ଲୂକଲିଖିତ ସୁସମାଚାର 8:13

ଯେଉଁ ବୀଜ ପଥର ଉପରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦ ରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚରେ ସହେି ଲୋକମାନଙ୍କ ହୃଦୟ ମଧିଅରେ ଗଭୀରକୁ ପ୍ରବେଶ କରିପା ରନୋହିଁ। ସମାନେେ କିଛି ସମୟ ପର୍ୟ୍ଯନ୍ତ ବିଶ୍ବାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସମାନେେ ବିଶ୍ବାସ କରିବା ବନ୍ଦ କରନ୍ତି। ସମାନେେ ବିଶ୍ବାସ ହ ରଇେ ବସନ୍ତି ଓ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଆନ୍ତି।

ଯୋହନଲିଖିତ ସୁସମାଚାର 5:35

ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦଇେଥିଲେ। ଏବଂ ତୁମ୍ଭମାନେେ ସହେି ଆଲୋକ କିଛି କ୍ଷଣ ପାଇଁ ଉପ ଭୋଗ କରି ଖୁସି ହେଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:13

ଶିମାନେ ନିଜେ ମଧ୍ଯ ଏହା ବିଶ୍ବାସ କଲେ ଓ ବାପ୍ତିଜିତ ହାଇେ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ ଓ ଚ଼ିହ୍ନମାନ ଦେଖି ବିସ୍ମିତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:18

ପ୍ ରରେିତମାନଙ୍କ ହାତ ରଖିବା ଦ୍ବାରା ପବିତ୍ର ଆତ୍ମା ପ୍ରାପ୍ତ ହବୋ ଶିମାନେ ଦେଖିଲା। ତେଣୁ ଶିମାନେ ପ୍ ରରେିତମାନଙ୍କୁ ଟଙ୍କା ଯାଚି କହିଲା,

ରେରିତମାନଙ୍କ କାର୍ଯ୍ୟର ବିବରଣ 24:25

କିନ୍ତୁ ପାଉଲ ଯେତବେେଳେ ଧାର୍ମିକ ଜୀବନ, ଆତ୍ମସଂୟମ ଓ ଆଗାମୀ ବିଚ଼ାର ବିଷୟ ରେ କହିଲେ, ସେତବେେଳେ ଫଲେୀକ୍ସ୍ ଭୟଭୀତ ହାଇଗେଲେ। ଫଲେୀକ୍ସ୍ କହିଲେ, ବର୍ତ୍ତମାନ ତୁମ୍ଭେ ଯାଅ। ମାରେ ସମୟ ହେଲେ ମୁଁ ତୁମ୍ଭକୁ ଡ଼ାକିବି।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:28

ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭେ କ'ଣ ଏତେ ସହଜ ରେ ମାେତେ ଖ୍ରୀଷ୍ଟିଯାନ କରିଦବେ ବୋଲି ଭାବୁଛ?

Interlinear

Choose Theme