Home Bibles ☰ Books ମାର୍କଲିଖିତ ସୁସମାଚାର 4:18 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 4:18 · ଓଡ଼ିଆ ବାଇବେଲ

ଆଉ କେତକେ ଲୋକ କଣ୍ଟାବୁଦାଗୁଡିକରେ ପଡି ଯାଇଥିବା ବୀଜ ଭଳି। ଏମାନେ ବାକ୍ଯ ଶୁଣନ୍ତି।

Cross references

ଯିରିମିୟ 4:3

କାରଣ ସଦାପ୍ରଭୁ ଯିହୁଦା ଓ ୟିରୁଶାଳମର ଲୋକମାନଙ୍କୁ ଏହିକଥା କହନ୍ତି,

ମାଥିଉଲିଖିତ ସୁସମାଚାର 13:22

କଣ୍ଟାବୁଦା ରେ ପଡିଯାଇଥିବା ବୀଜର ଅର୍ଥ କ'ଣ? ମଞ୍ଜିଟି ସହେି ଲୋକ ଯେ ସୁସମାଚାର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମାହେ ଲାଗି ସୁସମାଚାରକୁ ତା ଭିତ ରେ ବଢିବାକୁ ଦିଏନାହିଁ, ସେ ବ୍ଯକ୍ତି କବେେ ସଫଳ ହାଇପୋ ରେ ନାହିଁ।

ମାର୍କଲିଖିତ ସୁସମାଚାର 4:7

କିଛି ବୀଜ କଣ୍ଟାବୁଦାଗୁଡିକ ଭିତ ରେ ପଡିଗଲା। କଣ୍ଟାବୁଦାଗୁଡିକ ବଢୁ ଥିଲା, ତେଣୁ କଣ୍ଟାବୁଦା ଗୁଡିକ ଗଛଚାରାଗୁଡିକୁ ଚାପି ଦଲୋ, ତା' ଫଳ ରେ ସଗେୁଡିକ ଭଲ ଭାବରେ ବଢି ପାରିଲାନାହିଁ। ତେଣୁ ସେଥି ରେ ଫଳ ଫଳିଲା ନାହିଁ

ଲୂକଲିଖିତ ସୁସମାଚାର 8:14

ଯେଉଁ ବୀଜ କଣ୍ଟା ବୁଦା ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ବାକ୍ଯ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସମାନଙ୍କେୁ ବଢିବାରୁ ବାଧାଦିଏ। ତା' ଫଳ ରେ ସେଥିରୁ ଭଲ ଫଳ ମିଳି ପା ରନୋହିଁ।

Interlinear

Choose Theme