କେତକେ ଲୋକ ଭଲମାଟି ରେ ବୁଣା ଯାଇଥିବା ବୀଜ ଭଳି, ସମାନେେ ବାକ୍ଯକୁ ଶୁଣନ୍ତି ଓ ତା ହେ ଗ୍ରହଣ କରନ୍ତି। ତା'ପରେ ସମାନେେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା େ ବେଳବେଳେ ତିରିଶ ଗୁଣ, ଷାଠିଏ ଗୁଣ ବା ଶ ହେ ଗୁଣ ପର୍ୟ୍ଯନ୍ତ ଫଳ ଦଇେଥାଏ।
Cross references
ଏହାପରେ ଇସ୍ହାକ ସହେି ଦେଶ ରେ କୃଷି କର୍ମ କରି ସହେି ବର୍ଷ ଯାହା ଲଗାଇଥିଲେ, ସବୁ ଅମଳ କଲେ। କାରଣ ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
ଭଲ ମାଟି ଉପରେ ପଡିଥିବା ବୀଜର ଅର୍ଥ କ'ଣ? ସହେି ଲୋକ ଭଳି ସେ ସୁମାଚାର ଶୁଣେ ଓ ତାକୁ ବୁଝିପା ରେ। ସେ ଲୋକ ସଫଳ ହୁଏ। ସହେି ସଫଳତା େ ବେଳବେଳେ ଶ ହେ ଗୁଣ, ଷାଠିଏ ଗୁଣ ଓ ତିରିଶ ଗୁଣ ପର୍ୟ୍ଯନ୍ତ ମିଳିଥାଏ।
କେତକେ ବୀଜ ଭଲ ମାଟି ରେ ପଡିଲା। ସେଥିରୁ ଗଛ ହେଲା। ଗଛ ଭଲ ବଢିଲା ଓ ଫଳ ଫଳିଲା କେତକେ ଗଛ ରେ ତିରିଶଗୁଣ ବା ଷାଠିଏଗୁଣ ବା ଏପରିକି କେତକେ ଗଛ ରେ ଶ ହଗେୁଣ ପର୍ୟ୍ଯନ୍ତ ଫଳ ଫଳିଲା।
ଏବଂ ଯେଉଁ ବୀଜ ଭଲ ମାଟି ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ସ୍ବଚ୍ଛ ଓ ପବିତ୍ର ହୃଦୟ ରେ ଶୁଣନ୍ତି, ତାହା ହୃଦୟ ରେ ଗ୍ରହଣ କରନ୍ତି, କାର୍ୟ୍ଯ ରେ ପାଳନ କରନ୍ତି ଓ ର୍ଧୈୟ୍ଯ ପୂର୍ବକ ଉତ୍ତମ ଫଳ ଫଳନ୍ତି।
ମାେ'ଠା ରେ ରୁହ ଓ ମୁଁ ତୁମ୍ଭଠା ରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗା ରେ କବେେ ଫଳ ଦବେ ନାହିଁ। ଏହା ଲତା ରେ ଲାଗି ରହିବା ଉଚିତ। ତୁମ୍ଭମାନେେ ମଧ୍ଯ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମାେ ସହିତ ମିଶି ରହିବା ଉଚିତ।
ତୁମ୍ଭେ ମାେତେ ମନୋନୀତ କରିନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ୟ୍ଯ ଦଇେଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଚା ହେଁ, ତୁମ୍ଭ ଜୀବନ ରେ ଏହି ଫଳ ଲାଗିରହୁ। ସେଥି ରେ ମାେ ନାମ ନଇେ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦବେେ।
ଠିକ୍ ସହେି ଭଳି, ମାେ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ଯକ୍ତିତ୍ବ ମରିଯାଇଛି ଓ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଶରୀର ମାଧ୍ଯମ ରେ ବ୍ଯବସ୍ଥାରୁ ମୁକ୍ତ ହାଇଯୋଇଛ। ଏବେ ତୁମ୍ଭମାନେେ ଅନ୍ୟ ଜଣକର ଅଟ। ତୁମ୍ଭମାନେେ ମୃତ୍ଯୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ସବୋ ରେ ନିଯୋଜିତ ହାଇେ ପାରିବା।
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,
ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।
ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ ;
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।
ଯଦି ଏସମସ୍ତ ବିଷୟ ତୁମ୍ଭ ଭିତ ରେ ଅଛି ଓ ବୃଦ୍ଧି ପାଇ ଚାଲିଛି, ତା' ହେଲେ ତୁମ୍ଭେ କବେେ ହେଲେ ଶିଥିଳ ହବେ ନାହିଁ। ସଗେୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ରେ ପୂର୍ଣ୍ଣତା ପାଇବା ପାଇଁ କବେେ ହେଲେ ତୁମ୍ଭକୁ ମୂଲ୍ଯହୀନ ହବୋକୁ ଦବେ ନାହିଁ।