Home Bibles ମାର୍କଲିଖିତ ସୁସମାଚାର 4:25 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 4:25 · ଓଡ଼ିଆ ବାଇବେଲ

ଯାହା ପାଖ ରେ କିଛି ଅଛି, ତାହାକୁ ଆଉ ଅଧିକ ଦିଆୟିବ। କିନ୍ତୁ ଯାହା ପାଖ ରେ ଖୁବ୍ କମ୍ ଅଛି, ତାହା ମଧ୍ଯ ସେ ହ ରଇେ ବସିବ।

Cross references

ମାଥିଉଲିଖିତ ସୁସମାଚାର 13:12

ଯାହା ପାଖ ରେ କିଛି ହେଲେ ବୁଝିବା ଶକ୍ତି ଅଛି, ତାକୁ ଆହୁରି ଅଧିକ ଦିଆୟିବ ଏବଂ ସେ ଆବଶ୍ଯକତାଠାରୁ ଅଧିକ ପାଇବ। କିନ୍ତୁ ଯାହା ପାଖ ରେ ବିଶଷେ ବୁଝିବା-ଶକ୍ତି ନାହିଁ, ସେ ତା'ପାଖ ରେ ଥିବା ସହେି ଟିକେ ବୁଝିବାଶକ୍ତି ମଧ୍ଯ ହ ରଇେ ବସିବ।

ମାଥିଉଲିଖିତ ସୁସମାଚାର 25:28

ତାପରେ ମାଲିକ ତାହାଙ୍କର ଅନ୍ୟ ଚ଼ାକରମାନଙ୍କୁ କହିଲେ, ' ସହେି ଚ଼ାକରଠାରୁ ଟଙ୍କାର ଥଳିଟି ନଇେ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦଇଦେିଅ।

ଲୂକଲିଖିତ ସୁସମାଚାର 8:18

ତୁମ୍ଭମାନେେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସତକେ ମଧ୍ଯ ତା'ଠାରୁ ଛଡାଇ ନିଆୟିବ।

ଲୂକଲିଖିତ ସୁସମାଚାର 16:9

ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥି ରେ ପରମେଶ୍ବରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତବେେଳେ ଏ ଜାଗତିକ ଧନ ସରିୟିବ, ସେତବେେଳେ ଚିରନ୍ତନ ନିବାସ ରେ ତୁମ୍ଭମାନଙ୍କୁ ସ୍ବାଗତ କରାୟିବ।

ଲୂକଲିଖିତ ସୁସମାଚାର 19:24

ସଠାେରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, 'ଏ ଚାକର ପାଖରୁ ଟଙ୍କା ଥଳିଟି ନଇେ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଚାକରକୁ ଦଇଦେିଅ।

ଯୋହନଲିଖିତ ସୁସମାଚାର 15:2

ମାଠାେ ରେ ଥିବା ଯେଉଁ ଶାଖା ରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖା ରେ ଫଳ ଫଳି ଥାଏ, ସେ ସଗେୁଡିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।

Interlinear

Choose Theme