Home Bibles ମାର୍କଲିଖିତ ସୁସମାଚାର 4:33 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 4:33 · ଓଡ଼ିଆ ବାଇବେଲ

ଯୀଶୁ ଏହି ଭଳି ଅନକେ ଦୃଷ୍ଟାନ୍ତ ମାଧ୍ଯମ ରେ ସମାନଙ୍କେୁ ଉପଦେଶ ପ୍ରଦାନ କରୁଥିଲେ। ସମାନଙ୍କେର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସମାନଙ୍କେୁ କହୁଥିଲେ।

Cross references

ମାଥିଉଲିଖିତ ସୁସମାଚାର 13:34

ଯୀଶୁ ସବୁ କିଛି କାହାଣୀ ମାଧ୍ଯମ ରେ କହୁଥିଲେ। ବାସ୍ତବ ରେ ସେ ସମାନଙ୍କେୁ କାହାଣୀ ମାଧ୍ଯମ ଛଡା କିଛି କହୁନଥିଲେ।

ଯୋହନଲିଖିତ ସୁସମାଚାର 16:12

ମାରେ ତୁମ୍ଭମାନଙ୍କୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ େସତେ ମାତ୍ରା ରେ ସଗେୁଡିକ ବର୍ତ୍ତମାନ ତୁମ୍ଭେ ଗ୍ରହଣ କରିପାରିବ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:1

ଭାଇ ଓ ଭଉଣୀମାନେ! ପୂର୍ବ ରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠା ରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।

ଏବ୍ରୀ 5:11

ଏ ବିଷୟ ରେ ଆମ୍ଭର ତୁମ୍ଭମାନଙ୍କୁ ଅନକେ କଥା କହିବା ପାଇଁ ଅଛି। କିନ୍ତୁ ଯେ ହତେୁ ତୁମ୍ଭମାନେେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।

Interlinear

Choose Theme