ମାର୍କଲିଖିତ ସୁସମାଚାର 4:36 · ଓଡ଼ିଆ ବାଇବେଲ
ତେଣୁ ସମାନେେ ସବୁ ଲୋକଙ୍କୁ ସଠାେରେ ଛାଡି ଦେଲେ। ଯେଉଁ ଡଙ୍ଗା ରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ଯମାନେ ମଧ୍ଯ ଯାଇ ସେଥି ରେ ବସିଲେ। ସଠାେରେ ଅନ୍ୟ ଡଙ୍ଗାଗୁଡିକ ମଧ୍ଯ ଥିଲା।
Cross references
ମାର୍କଲିଖିତ ସୁସମାଚାର 3:9
ଯୀଶୁ ଅନକେ ଲୋକଙ୍କୁ ଦେଖିଲେ, ଭିଡ ହାଇେ ୟିବାରୁ ଲୋକମାନେ ଯେପରି ତାହାଙ୍କ ଆଡକୁ ମାଡି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ଯମାନଙ୍କୁ ଗୋଟିଏ େଛାଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।
ମାର୍କଲିଖିତ ସୁସମାଚାର 4:1
ଯୀଶୁ ପୁଣି ହ୍ରଦ କୂଳ ରେ ଉପଦେଶ ଦବୋ ଆରମ୍ଭ କଲେ। ସଠାେରେ ତାହାଙ୍କ ଚାରିପଟେ ବହୁତ ଲୋକ ଜମା ହାଇଗେଲେ। ତେଣୁ ସେ ହ୍ରଦ ରେ ଥାବା ଗୋଠିଏ ଡଙ୍ଗା ରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳ ରେ ଠିଆ ହାଇେ ରହିଲେ।
ମାର୍କଲିଖିତ ସୁସମାଚାର 5:2
ଯୀଶୁ ଡଙ୍ଗାର ବାହାରକୁ ଆସିବା ମାତ୍ ରେ ଗୋଟିଏ ଲୋକ କବର ମଧ୍ଯରୁ ବାହାରି ତାହାଙ୍କ ପାଖକୁ ଆସିଲା ା ତା' ଦହେ ରେ ଦୁଷ୍ଟାତ୍ମାଟି ପ୍ରବେଶ କରି ରହିଥିଲା।
ମାର୍କଲିଖିତ ସୁସମାଚାର 5:21
ଯୀଶୁ ନେ ୗକା ରେ ବସି ହ୍ରଦର ଅପର ପାଶର୍ବକୁ ଫରେିଗଲେ। ପୁଣି ହ୍ରଦ କୂଳ ରେ ତାହାଙ୍କ ଚାରି ପଟେ ବହୁତ ଲୋକ ଜମିଗଲେ।