Home Bibles ମାର୍କଲିଖିତ ସୁସମାଚାର 4:37 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 4:37 · ଓଡ଼ିଆ ବାଇବେଲ

ତା'ପରେ ହ୍ରଦ ରେ ଗୋଟିଏ ଭୟଙ୍କର ଝଡ ସୃଷ୍ଟି ହେଲା। ଡଙ୍ଗା ଆଡକୁ ଢେଉ ମାଡି ଆସିଲା। ଡଙ୍ଗା ରେ ପାଣି ପ୍ରାୟ ଭର୍ତ୍ତି ହାଇଗେଲା।

Cross references

ଆୟୁବ ପୁସ୍ତକ 1:12

ତା'ପରେ ସଦାପ୍ରଭୁ ଶଯତାନକୁ କହିଲେ, ଠିକ୍ ଅଛି, ତା'ର ଯାହାସବୁ ଅଛି, ସଗେୁଡ଼ିକ ସହିତ ତୁମ୍ଭେ ଯେପରି ଚାହଁ କର, କିନ୍ତୁ ସହେି ବ୍ଯକ୍ତିକୁ ସ୍ପର୍ଶ କର ନାହିଁ। ତା'ପରେ ଶଯତାନ ସଦାପ୍ରଭୁଙ୍କ ଉପସ୍ଥିତିରୁ ଚାଲିଗଲା।

ଆୟୁବ ପୁସ୍ତକ 1:19

ସହେି ସମୟରେ ଏକ ଝଡ଼ ମରୁଭୂମି ଆଡ଼ୁ ଆସିଲା ଏବଂ ତାଙ୍କର ଘରକୁ ଭାଙ୍ଗି ଦଲୋ। ଏବଂ ଆପଣଙ୍କ ପୁଅ ଝିଅମାନଙ୍କ ଉପରେ ପଡ଼ି ସମସ୍ତଙ୍କୁ ମାରି ଦଲୋ। ମୁଁ କବଳେ ଏକମାତ୍ର ୟିଏ ଆପଣଙ୍କୁ ଏହା କହିବାକୁ ରକ୍ଷା ପାଇଛି।

ଗୀତସଂହିତା 107:23

କେତକେ ଲୋକ ସମାନଙ୍କେର କାର୍ୟ୍ଯ ପାଇଁ ନେ ୗକାରେ ସମୁଦ୍ର ପାର ହୁଅନ୍ତି।

ଯୂନସ 1:4

କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡି ସହେି ସମୁଦ୍ରକୁ ପ୍ ରରଣେ କଲେ। ସହେି ବାତ୍ଯା ସମୁଦ୍ରକୁ ଅଶାନ୍ତ କରି ଦଲୋ। ସହେି ଝଡ ଅତି ଶକ୍ତିଶାଳୀ ଥିଲା ଏବଂ ନେ ୗକାଟି ଭାଙ୍ଗି ଖଣ୍ତ ଖଣ୍ତ ହବୋକୁ ବସିଲା।

ମାଥିଉଲିଖିତ ସୁସମାଚାର 8:23

ଯୀଶୁ ନେ ୗକା ରେ ଯାଇ ବସିଲେ ଏବଂ ତାହାଙ୍କ ଶିଷ୍ଯମାନେ ତାହାଙ୍କର ଅନୁଗମନ ଗଲେ।

ଲୂକଲିଖିତ ସୁସମାଚାର 8:22

ଦିନେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗୋଟିଏ ଡଙ୍ଗା ରେ ଚଢି଼ଲେ। ଯୀଶୁ ସମାନଙ୍କେୁ କହିଲେ, ଆସ, ଆମ୍ଭମାନେେ ହ୍ରଦ ଆରପାରିକି ୟିବା। ଶିଷ୍ଯମାନେ ଡଙ୍ଗା ଖାଲିେ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:14

ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। ଉତ୍ତର ପୂର୍ବୀୟ ନାମକ ପବନ, ଦ୍ବୀପଆଡୁ ପ୍ରଚ଼ଣ୍ଡ ବଗେ ରେ ବୋହିବାକୁ ଲାଗିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:41

କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନ ରେ ଗୋଟିଏ ବାଲିଚ଼ଡ଼ାଠା ରେ ଧକ୍କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚ଼ଳ ହାଇଗେଲାଓ ପଛ ଭାଗ ଲହରୀ ଧକ୍କା ରେ ଭାଙ୍ଗି ଖଣ୍ଡ ଖଣ୍ଡ ହାଇଗେଲା।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:25

ମୁଁ ତିନିଥର ବତେ ମାଡ଼ ଖାଇଛି, ଥରେ ପଥର ଆଘାତ ସହିଛି। ଏହା ଛଡ଼ା ମୁଁ ତିନି ଥର ଜାହାଜ ଭାଙ୍ଗିବା ବେଳେ ସେଥି ରେ ଥିଲି, ତା'ମଧ୍ଯରୁ ଥରେ ରାତି ଓ ତା ଆର ଦିନ ଯାକ ସମୁଦ୍ର ରେ ପଡ଼ି ରହିଥିଲି।

Interlinear

Choose Theme