Home Bibles ମାର୍କଲିଖିତ ସୁସମାଚାର 4:39 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 4:39 · ଓଡ଼ିଆ ବାଇବେଲ

ଯୀଶୁ ଉଠି ପଡିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, ଶାନ୍ତ ହୁଅ, ସ୍ଥିର ହୁଅ। ତା'ପରେ ଝଡ ବନ୍ଦ ହାଇଗେଲା। ହ୍ରଦ ଶାନ୍ତ ହାଇଗେଲା।

Cross references

ଯାତ୍ରା ପୁସ୍ତକ 14:16

ତୁମ୍ଭର ଆଶାବାଡିକୁ ସୂଫ ସମୁଦ୍ର ଉପରେ ବୁଲାଅ, ତାହା ବିଭକ୍ତ ହବେ, ଯାହା ଫଳ ରେ ଇଶ୍ରାୟେଲର ଲୋକମାନେ ସମୁଦ୍ର ମଧିଅରେ ଶୁଖିଲା ପଥରେ ୟାଇ ପାରିବେ।

ଯାତ୍ରା ପୁସ୍ତକ 14:22

ଇଶ୍ରାୟେଲୀୟମାନେ ଶୁଷ୍କ ଭୂମିରେ ସମୁଦ୍ର ମଧ୍ଯ ଦଇେ ଗଲେ। ସମୁଦ୍ରର ଜଳଭାଗ ଦୁଇଟି କାନ୍ଥ ପରି ସମାନଙ୍କେର ବାମପଟେ ଓ ଦକ୍ଷୀଣ ପଟେ ରହିଲା।

ଯାତ୍ରା ପୁସ୍ତକ 14:28

ସମୁଦ୍ର ତା'ର ପୂର୍ବ ଅବସ୍ଥାକୁ ଆସିବାରୁ ସମସ୍ତ ରଥଗୁଡିକ, ଅଶ୍ବାରୋହୀମାନଙ୍କୁ ଆଚ୍ଛାଦିତ କଲା। ଇଶ୍ରାୟେଲୀୟମାନଙ୍କ ପଛ ରେ ଗୋଡଉଥିବା ଫାରୋଙ୍କର ସମଗ୍ର ସୈନ୍ଯବାହୀନି ସମୁଦ୍ର ରେ ବୁଡିଗଲେ। କହେି ଜଣେ ହେଲବି ସୈନ୍ଯ ବଞ୍ଚିଲେ ନାହିଁ।

ଆୟୁବ ପୁସ୍ତକ 38:11

ମୁଁ ସମୁଦ୍ରକୁ କହିଲି, 'ତୁମ୍ଭେ ଏତିକି ବାଟ ପର୍ୟ୍ଯନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନ ରେ ତୁମ୍ଭେ ଗର୍ବି ଢ଼େଉ ଆସି ବନ୍ଦ ହବେ।'

ଗୀତସଂହିତା 29:10

ସଦାପ୍ରଭୁ ହେଉଛନ୍ତି ବନ୍ଯା ସମଯରେ ରାଜା ତୁଲ୍ଯ ଓ ସଦାପ୍ରଭୁ ଅନନ୍ତକାଳ ରାଜା ହାଇେ ରହିବେ।

ଗୀତସଂହିତା 65:7

ପରମେଶ୍ବର ଅଶାନ୍ତ ସମୁଦ୍ରକୁ ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର। ଏପରିକି ଆମ୍ଭ ଚତୁପାଶର୍‌ବର ଭୟଙ୍କର ଦେଶଗୁଡ଼ିକୁ।

ଗୀତସଂହିତା 89:9

ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କତ୍ତୃର୍ତ୍ବ କରୁଅଛ। ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛି।

ଗୀତସଂହିତା 93:3

ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।

ଗୀତସଂହିତା 104:7

କିନ୍ତୁ ତୁମ୍ଭେ ଆଜ୍ଞା ଦଲେ ଓ ଜଳରାଶି ସଠାରୁେ ଛାଡ଼ି ପଳାଇଲା। ହେ ପରମେଶ୍ବର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।

ଗୀତସଂହିତା 107:29

ପରମେଶ୍ବର ବତାସକୁ ସ୍ଥିର କଲେ ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।

ଗୀତସଂହିତା 148:8

ପରମେଶ୍ବରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ଫ, ଏବଂ ପ୍ରଚଣ୍ଡ ବାଯୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।

ହିତୋପଦେଶ 8:29

ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପା ରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।

ଯିରିମିୟ 5:22

ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।

ଯିରିମିୟଙ୍କ ବିଳାପ 3:31

ସଦାପ୍ରଭୁ ଚିରକାଳ ପାଇଁ ତାକୁ ପରିତ୍ଯାଗ କରିବେ ନାହିଁ।

ନାହୂମ 1:4

ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦବେେ ଏବଂ ସମୁଦ୍ର ଶୁଖିୟିବ। ସେ ନଦୀଗୁଡିକୁ ମଧ୍ଯ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡିବ। ଏବଂ ଲିବା ନୋନର ଫୁଲଗୁଡିକ ମଉଳି ଯିବେ।

ମାର୍କଲିଖିତ ସୁସମାଚାର 9:25

ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦଇେ କହିଲେ, ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦଇେଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦହେ ଭିତରୁ ବାହାରିଯା। ଏହାର ଦହେ ରେ ପୁଣି ଆଉ କବେେ ହେଲେ ପ୍ରବେଶ କରିବୁ ନାହିଁ।

ଲୂକଲିଖିତ ସୁସମାଚାର 4:39

ଯୀଶୁ ତାହାଙ୍କର ପାଖ ରେ ଠିଆ ହାଇେ ଜ୍ବରକୁ ଧମକ ଦେଲେ। ତାହାଙ୍କର ଜ୍ବର ଛାଡିଗଲା। ତା'ପରେ ସେ ଉଠି ସମାନଙ୍କେର ସବୋ ରେ ଲାଗିପଡିଲେ।

Interlinear

Choose Theme