Home Bibles ☰ Books ମାର୍କଲିଖିତ ସୁସମାଚାର 4:41 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 4:41 · ଓଡ଼ିଆ ବାଇବେଲ

ସମାନେେ କିନ୍ତୁ ବହୁତ ଡରି ଯାଇଥିଲେ। ସମାନେେ ନିଜ ଭିତ ରେ ପଚରା ଉଚରା ହେଲେ, ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ଯ ତାହାଙ୍କୁ ମାନୁଛନ୍ତି।

Cross references

ପ୍ରଥମ ଶାମୁୟେଲ 12:18

ତେଣୁ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କୁ ଡାକିଲେ, ସହେି ସମୟରେ ସଦାପ୍ରଭୁ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ। ତେଣୁ ସବକ୍ସ୍ଟଲୋକ ସଦାପ୍ରଭୁ ଓ ଶାମୁୟେଲଙ୍କୁ ଭୟ କଲେ।

ପ୍ରଥମ ଶାମୁୟେଲ 12:24

କିନ୍ତୁ ତୁମ୍ଭମାନେେ ନିଶ୍ଚିତ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ମନ ପ୍ରାଣ ଦଇେ ସଦାପ୍ରଭୁଙ୍କ ସବୋ କର, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ବଡ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରୁଛନ୍ତି।

ଆୟୁବ ପୁସ୍ତକ 38:11

ମୁଁ ସମୁଦ୍ରକୁ କହିଲି, 'ତୁମ୍ଭେ ଏତିକି ବାଟ ପର୍ୟ୍ଯନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନ ରେ ତୁମ୍ଭେ ଗର୍ବି ଢ଼େଉ ଆସି ବନ୍ଦ ହବେ।'

ଗୀତସଂହିତା 89:7

ପବିତ୍ର ଦୂତଗଣର ସମାନ ପରମେଶ୍ବରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁଃପାଶର୍‌ବରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।

ଯୂନସ 1:9

ୟୂନସ ସହେି ନାବିକମାନଙ୍କୁ କହିଲେ, ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ୟିଏକି ସ୍ବର୍ଗର ପରମେଶ୍ବର। ସହେି ହେଉଛନ୍ତି ପରମେଶ୍ବର ୟିଏକି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।

ଯୂନସ 1:15

ତେଣୁ ସହେି ନାବିକମାନେ ୟୂନସକୁ ସମୁଦ୍ର ରେ ଫିଙ୍ଗି ଦେଲେ। ଝଡ ବନ୍ଦ ହେଲା ଓ ସମୁଦ୍ର ଶାନ୍ତ ହେଲା।

ମଲାଖୀ 2:5

ଆମ୍ଭେ ଲବେୀ ସହିତ ଚୁକ୍ତି କରିଥିଲୁ ତାକୁ ଜୀବନ ଓ ଶାନ୍ତି ଦବୋପାଇଁ ଏବଂ ଆମ୍ଭେ ଆପଣା ଶପଥ ରଖିଥିଲୁ। ସେ ଆମ୍ଭକୁ ସମ୍ମାନ ଓ ଭୟ କରୁଥିଲା ଏବଂ ଆମ୍ଭ ନାମକୁ ଭକ୍ତି କରୁଥିଲା।

ମାଥିଉଲିଖିତ ସୁସମାଚାର 8:27

ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଏ କି ପ୍ରକାର ବ୍ଯକ୍ତି? ଏପରିକି ପବନ ଓ ହ୍ରଦ ମଧ୍ଯ ତାହାଙ୍କ କଥା ମାନୁଛନ୍ତି?

ମାଥିଉଲିଖିତ ସୁସମାଚାର 14:32

ଯୀଶୁ ଓ ପିତର ଡଙ୍ଗା ଉପରକୁ ଆସିୟିବା ପରେ ପବନ ବନ୍ଦ ହାଇଗେଲା।

ମାର୍କଲିଖିତ ସୁସମାଚାର 5:33

ସହେି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହାଇଯୋଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡିଗଲା। ସେ ଭୟ ରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।

ମାର୍କଲିଖିତ ସୁସମାଚାର 7:37

ଲୋକମାନେ ବାସ୍ତବ ରେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ। ସମାନେେ କହୁଥିଲେ, ଯୀଶୁ ସବୁ କିଛି ସୁସ୍ଥ କରୁଛନ୍ତି, ଏପରିକୁ ସେ ବଧିରକୁ ଶ୍ରବଣ -ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।

ଲୂକଲିଖିତ ସୁସମାଚାର 4:36

ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କୁହାକୁହି ହେଲେ, ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।

ଲୂକଲିଖିତ ସୁସମାଚାର 8:25

ଯୀଶୁ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ବିଶ୍ବାସ କେଉଁଆଡେ ଗଲା?

ଏବ୍ରୀ 12:28

ଅତଏବ, ଆମ୍ଭେ ଧନ୍ଯବାଦ ଦବୋ କଥା ଯେ, ଯେଉଁ ସାମ୍ରାଜ୍ଯ ଆମ୍ଭକୁ ଦିଆ ଯାଇଛି, ତାହା ଟଳମଳ ହାଇେ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ଯବାଦ ଅର୍ପଣ କରିବା ଉଚିତ, ଓ ଏପରି ପଦ୍ଧତି ରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ବରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।

Interlinear

Choose Theme