Home Bibles ମାର୍କଲିଖିତ ସୁସମାଚାର 5:12 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 5:12 · ଓଡ଼ିଆ ବାଇବେଲ

ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଅନୁରୋଧ କଲେ, ଆମ୍ଭକୁ ଘୁଷୁରିମାନଙ୍କ ପାଖକୁ ପଠଇେ ଦିଅ, ତାହାଲେ ଆମ୍ଭେ ସମାନଙ୍କେ ଦହେ ଭିତ ରେ ପ୍ରବେଶ କରିୟିବୁ।

Cross references

ଆୟୁବ ପୁସ୍ତକ 1:10

ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହା କିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ୟ୍ଯ କରେ ସବୁଥି ରେ ଆପଣ ତାକୁ କୃତକାର୍ୟ୍ଯ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥି ରେ ସେ ଏତେ ଧନୀ ଯେ, ତା'ର ମଷେପଲ ଓ ଗୋପଲ ସାରଦେଶ ରେ ଥିଲେ।

ଆୟୁବ ପୁସ୍ତକ 2:5

ଯଦି ଆପଣ ତା'ର ଶରୀରକୁ କିଛି କରନ୍ତି, ସେ ନିଶ୍ଚଯ ଆପଣଙ୍କୁ ଆପଣଙ୍କ ସମ୍ମୁଖ ରେ ଅଭିଶାପ ଦବେ।

ଲୂକଲିଖିତ ସୁସମାଚାର 22:31

କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ,

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:11

ଏପରି କରିବା ଉଦ୍ଦେଶ୍ଯ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟ ରେ ଅତି ଭଲ ଭାବରେ ଜାଣୁ।

ପିତରଙ୍କ ପ୍ରଥମ ପତ୍ 5:8

ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।

Interlinear

Choose Theme