Home Bibles ମାର୍କଲିଖିତ ସୁସମାଚାର 5:17 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 5:17 · ଓଡ଼ିଆ ବାଇବେଲ

ତା'ପରେ ସେ ଲୋକମାନେ ଯୀଶୁଙ୍କୁ ସେ ଅଞ୍ଚଳ ଛାଡି ଚାଲିୟିବାକୁ ଅନୁରୋଧ କଲେ।

Cross references

ଆଦି ପୁସ୍ତକ 26:16

ଏହାପରେ ଅବିମଲକେ ଇସ୍ହାକଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର। ଯେ ହତେୁ ତୁମ୍ଭେ ଆମ୍ଭମାନଙ୍କଠାରୁ ବଳବାନ ହାଇେଅଛ।

ଦିତୀୟ ବିବରଣ 5:25

କିନ୍ତୁ ଯଦି ଆମ୍ଭମାନେେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯ ଅଧିକ ଶକ୍ସ୍ଟଣକ୍ସ୍ଟ, ତା ନ ହେଲେ ଆମ୍ଭମାନେେ ମୃତକ୍ସ୍ଟ୍ଯବରଣ କରିବକ୍ସ୍ଟ। ସହେି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ବଂସ କରିବ। ଆମ୍ଭମାନେେ ମରିବାକକ୍ସ୍ଟ ଚାହକ୍ସ୍ଟଁ ନାହକ୍ସ୍ଟଁ।

ପ୍ରଥମ ରାଜାବଳୀ 17:18

ସହେି ସ୍ତ୍ରୀ ଲୋକଟି ଏଲିଯକୁ କହିଲେ, ହେ ପରମେଶ୍ବରଙ୍କ ଲୋକ, ମାେ ବିରୁଦ୍ଧ ରେ ତୁମ୍ଭର କ'ଣ ଅଛି? ତୁମ୍ଭେ କ'ଣ ମାରେ ପାପ ସ୍ମରଣ କରଇବୋକୁ ଓ ମାରେପୁତ୍ରର ମୃତ୍ଯୁର କାରଣ ହବୋ ପାଇଁ ଆସିଅଛ?

ଆୟୁବ ପୁସ୍ତକ 21:14

କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'

ମାଥିଉଲିଖିତ ସୁସମାଚାର 8:34

ତାପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭଟେିବାକୁ ଆସିଗଲେ। ସମାନେେ ଯୀଶୁଙ୍କୁ ଦେଖି ତାହାଙ୍କୁ ସମାନେେ ସହେି ଅଞ୍ଚଳ ଛାଡି ଚାଲିୟିବା ପାଇଁ ବିନତି କଲେ।

ମାର୍କଲିଖିତ ସୁସମାଚାର 1:24

ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ'ଣ ଚାହୁଁଛ? ତୁମ୍ଭେ କ'ଣ ଆମ୍ଭକୁ ଧ୍ବଂସ କରିଦବୋକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ବ୍ଯକ୍ତି।

ମାର୍କଲିଖିତ ସୁସମାଚାର 5:7

ଯୀଶୁ ଲହେି ଲୋକକୁ କହିଲେ, ରେ ଦୁଷ୍ଟାତ୍ମା, ଏହି ଲୋକ ଦହରେୁ ବାହାରି ଆ।

ଲୂକଲିଖିତ ସୁସମାଚାର 5:8

ଶିମାନେ ପିତର ଏବଂ ସମସ୍ତ କେଉଟମାନେ ଏତେ ଗୁଡିଏ ମାଛ ଧରିପାରିଥିବାରୁ ଆଶ୍ଚର୍ୟ୍ଯ ହାଇଗେଲେ।

ଲୂକଲିଖିତ ସୁସମାଚାର 8:37

ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସହେି ସ୍ଥାନରୁ ଚାଲିୟିବାପାଇଁ ଅନୁ ରୋଧ କଲେ। କାରଣ ସମାନେେ ସମସ୍ତେ ବହୁତ ଡରି ଯାଇଥିଲେ। ତେଣୁ ଯୀଶୁ ଡଙ୍ଗା ରେ ବସି ଗାଲିଲୀ ଫରେିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:39

ତେଣୁ ସମାନେେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସମାନଙ୍କେୁ କାରାଗାରରୁ ମୁକ୍ତ କଲେ। ତା'ପରେ ସମାନେେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁ ରୋଧ କଲେ।

Interlinear

Choose Theme