ସହେି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହାଇଯୋଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡିଗଲା। ସେ ଭୟ ରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।
Cross references
ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କଲି ଓ ତହିଁରେ ତୁମ୍ଭେ ମାେତେ ସୁସ୍ଥ କରିଅଛ।
ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ବରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ବର ମାେ ପାଇଁ କ'ଣ ସବୁ କରିଛନ୍ତି।
ହେ ମାରେ ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର। ତାଙ୍କର ମଙ୍ଗଳଦାନସବୁ ପାଶାରେ ନାହିଁ।
ସେ କରିଥିବା ମଙ୍ଗଳଦାନର ଫଳସ୍ବରୂପ ମୁଁ ସଦାପ୍ରଭୁଙ୍କୁ କ'ଣ ଦଇପୋରେ ?
ସମାନେେ କିନ୍ତୁ ବହୁତ ଡରି ଯାଇଥିଲେ। ସମାନେେ ନିଜ ଭିତ ରେ ପଚରା ଉଚରା ହେଲେ, ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ଯ ତାହାଙ୍କୁ ମାନୁଛନ୍ତି।
ଜିଖରିୟ ସ୍ବର୍ଗଦୂତଙ୍କୁ ଦେଖିବା ମାତ୍ ରେ ବିଚଳିତ ଓ ବହୁତ ଭୟଭୀତ ହେଲେ।
ମରିୟମ ସ୍ବର୍ଗଦୂତଙ୍କ କଥା ଶୁଣି ଉଦବିଗ୍ନ ହାଇଗେଲେ। ତାହାଙ୍କ ଅଭିବାଦନର ଅର୍ଥ କ'ଣ ହାଇପୋ ରେ, ସହେିକଥା ଭାବି ସେ ଚିନ୍ତା ରେ ପଡିଗଲେ।
ସ୍ତ୍ରୀ ଲୋକଟି ଦେଖିଲା ଯେ ସେ ଲୁଚି ରହି ପାରିବ ନାହିଁ, ତେଣୁ ସେ ଥରି ଥରି ଆଗକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ମୁଣ୍ଡ ନୁଆଇଲା। ସେ ଯୀଶୁଙ୍କୁ କାହିଁକି ଛୁଇଁ ଦଲୋ, ସଇେ କଥା ସବୁ ଲୋକମାନଙ୍କ ଆଗ ରେ କହିଲା। ସେ କହିଲା ଯେ, ଯେତବେେଳେ ସେ ଯୀଶୁଙ୍କୁ ଛୁଇଁ ଦଲୋ, ତତ୍କ୍ଷଣାତ୍ ସେ ସୁସ୍ଥ ହାଇଗେଲା।