Home Bibles ମାର୍କଲିଖିତ ସୁସମାଚାର 5:36 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 5:36 · ଓଡ଼ିଆ ବାଇବେଲ

କିନ୍ତୁ ଯୀଶୁ ସମାନଙ୍କେ କଥା ଶୁଣିସାରି ଯୀହୂଦୀ ସମାଜ ଗୃହର ଅଧିକାରୀଙ୍କୁ କହିଲେ, ଭୟ କର ନାହିଁ, କବଳେ ବିଶ୍ବାସ କର।

Cross references

ଦିତୀୟ ବଂଶାବଳୀ 20:20

ଯିହାଶାଫେଟ୍ଙ୍କ ସୈନ୍ଯଦଳ ପ୍ରଭାତ ରେ ତକୋଯର ମରୁଭୂମି ମଧ୍ଯକୁ ୟୁଦ୍ଧ ପାଇଁ ୟାତ୍ରା କଲେ। ସମାନେେ ୟାତ୍ରାରମ୍ଭ କରିବା ସମୟରେ ଯିହାଶାଫେଟ୍ ଉଠି ଠିଆ ହେଲେ ଓ କହିଲେ, ଯିହୁଦା ଓ ୟିରୁଶାଲମର ସମସ୍ତ ଲୋକ ମାେ' କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ, ତବେେ ତୁମ୍ଭମାନେେ ଦୃଢ଼ ରୂପେ ଠିଆ ହାଇେ ପାରିବ। ସଦାପ୍ରଭୁଙ୍କର ଭବିଷ୍ଯତ୍ବକ୍ତାମାନଙ୍କଠା ରେ ବିଶ୍ବାସ ରଖ। ତୁମ୍ଭମାନେେ କୃତକାର୍ୟ୍ଯ ହବେ।

ମାଥିଉଲିଖିତ ସୁସମାଚାର 9:28

ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ଯ ତାହାଙ୍କ ସଙ୍କ ରେ ଗଲେ। ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି? ସମାନେେ ଉତ୍ତର ଦେଲେ, ହଁ, ପ୍ରଭୁ।

ମାଥିଉଲିଖିତ ସୁସମାଚାର 17:20

ଯୀଶୁ କହିଲେ, ତାହା କବଳେ ତୁମ୍ଭର ଅଳ୍ପ ବିଶ୍ବାସର ୟୋଗୁ ହେଲା। ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭର ଯଦି ଗୋଟିଏ ଶାରେିଷ ଦାନା ପରିମାଣର ମଧ୍ଯ ବିଶ୍ବାସ ଅଛି, ତବେେ ତୁମ୍ଭେ ଏହି ପର୍ବତକୁ କହିପାରିବ, 'ଏ ଜାଗାରୁ ସେ ଜାଗାକୁ ଚାଲିଯାଅ,' ଏବଂ ପର୍ବତ ଚାଲିୟିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହାଇେ ରହିବ ନାହିଁ।

ମାର୍କଲିଖିତ ସୁସମାଚାର 5:34

ଯୀଶୁ ତାକୁ କହିଲେ, ଆଗୋ ନାରୀ; ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ଶାନ୍ତି ରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।

ମାର୍କଲିଖିତ ସୁସମାଚାର 9:23

ଯୀଶୁ କହିଲେ, ତୁମ୍ଭେ କହିଲ, 'ତୁମ୍ଭେ ଯଦି ପାରିବ ତବେେ ସାହାୟ୍ଯ ହବେ।' ବିଶ୍ବାସୀ ଲୋକପାଇଁ ସବୁ କିଛି ସମ୍ଭବ।

ଲୂକଲିଖିତ ସୁସମାଚାର 8:50

ଯୀଶୁ ଏକଥା ଶୁଣିଲେ। ସେ ଯାଈରସଙ୍କୁ କହିଲେ, ଭୟ କରନାହିଁ। ବିଶ୍ବାସ ରଖ, ତୁମ୍ଭ ଝିଅ ସୁସ୍ଥ ହାଇଯେିବ।

ଯୋହନଲିଖିତ ସୁସମାଚାର 4:48

ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେେ ଅଲୌକିକ ଓ ଅଶ୍ଚର୍ୟ୍ଯଜନକ କାର୍ୟ୍ଯମାନ ନ ଦେଖିଲେ ତୁମ୍ଭମାନେେ ମାେତେ ବିଶ୍ବାସ କରିବ ନାହିଁ।

ଯୋହନଲିଖିତ ସୁସମାଚାର 11:40

ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ବାସ କରିବ ତବେେ ପରମେଶ୍ବରଙ୍କର ଗୌରବ ଦେଖି ପାରିବ।

ରୋମୀୟଙ୍କ ପ୍ରତି ପତ୍ର 4:18

ଅବ୍ରାହାମଙ୍କର ସନ୍ତାନ ହବୋର ଆଶା ନଥିଲା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନକେ ଜାତିର ପିତା ହେଲେ। ପରମେଶ୍ବର ତାହାଙ୍କୁ କହିଥିଲେ: ତୁମ୍ଭର ଅଗଣିତ ବଂଶଧର ହବେେ।

Interlinear

Choose Theme