ସମାନେେ ଯିହୂଦୀ ସମାଜ ଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସଠାେରେ ଲୋକମାନଙ୍କୁ ଉଚ୍ଚ ସ୍ବର ରେ ବିଳାପ କରୁଥିବାର ଦେଖିଲେ। ସଠାେରେ ବହୁତ କୋଳାହଳ ହେଉଥିଲା।
Cross references
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ବିବଚେନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡ଼ାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।
ତା'ପରେ ଯୀଶୁ ଯୀହୂଦୀ ପ୍ରାର୍ଥନାଗୃହର ଅଧ୍ଯକ୍ଷଙ୍କ ଘ ରେ ପହନ୍ଚିଲେ। ସଠାେରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।
'ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ। କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଶୋକ ଗୀତ ଗାଇଲୁ, କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।'
ଯୀହୂଦୀ ସମାଜଗୃହର ଜଣେ ଅଧିକାରୀ ସଠାେକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ ରେ ତାହାଙ୍କ ପାଦ ତଳେ ପଡିଗଲେ।
ସମସ୍ତେ ସହେି ଝିଅଟିର ମୃତ୍ଯୁ ପାଇଁ କାନ୍ଦୁଥିଲେ ଓ ଦୁଃଖ କରୁଥିଲେ। କିନ୍ତୁ ଯୀଶୁ କହିଲେ, କନ୍ଦନାହିଁ, ସେ ମରି ନାହିଁ, ସେ କବଳେ ଶାଇେଛି ମାତ୍ର।
ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସମାନଙ୍କେ ସହିତ ଗଲେ। ସେ ଯେତବେେଳେ ପହନ୍ଚିଲେ, ସମାନେେ ତାହାଙ୍କୁ ଉପର କଠାେରୀକୁ ନଇେ ଗଲେ। ପିତରଙ୍କ ଚ଼ାରିପାଖେ ବିଧବାମାନେ ଠିଆ ହାଇେ କାନ୍ଦୁଥିଲେ। ଟାବୀଥା ସମାନଙ୍କେ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସଗେୁଡ଼ିକ ସମାନେେ ପିତରଙ୍କୁ ଦଖାଇେଲେ।