ମାର୍କଲିଖିତ ସୁସମାଚାର 6:1 · ଓଡ଼ିଆ ବାଇବେଲ
ଯୀଶୁ ସେ ସ୍ଥାନ ଛାଡି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ଯମାନେ ତାହାଙ୍କ ସହିତ ଗଲେ।
Cross references
ମାଥିଉଲିଖିତ ସୁସମାଚାର 2:23
ସେ ସଠାେରେ ପହଞ୍ଚି ନାଜରିତ ନାମକ ନଗର ରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ଯାତ ହବେେ ବୋଲି ଭବିଷ୍ଯଦବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିଲେ। ସହେି ବାକ୍ଯ ଅନୁସାରେ ଏହା ଘଟିଲା।
ମାଥିଉଲିଖିତ ସୁସମାଚାର 13:4
ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ ରେ ପଡିଗଲା। ଚଢଇମାନେେ ଆସି ସେ ସବୁତକ ଖାଇ ଦେଲେ।
ମାଥିଉଲିଖିତ ସୁସମାଚାର 13:54
ସେ କେଉଁଠି ପ୍ରତିପାଳିତ ହାଇେଥିଲେ ସଠାେକୁ ଗଲେ। ସଠାେରେ ୟିହୁଦୀ ସମାଜଗୃହ ରେ ଉପଦେଶ ଦବୋ ଆରମ୍ଭ କରି ଦେଲେ,ଯାହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ ଏବଂ କହିଲେ, ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା?
ଲୂକଲିଖିତ ସୁସମାଚାର 4:16
ତା'ପରେ ସେ ନାଜରିତକୁ ଆସିଲେ। ନାଜରିତ ରେ ସେ ପ୍ରତିପାଳିତ ହାଇେଥିଲେ। ସବୁଥର ଭଳି ସେ ବିଶ୍ରାମଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ।