Home Bibles ☰ Books ମାର୍କଲିଖିତ ସୁସମାଚାର 6:13 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 6:13 · ଓଡ଼ିଆ ବାଇବେଲ

ସମାନେେ ଲୋକଙ୍କ ଦହରେୁ ଅନକେ ଭୂତଙ୍କୁ ତଡି ଦେଲେ। ସମାନେେ ଅନକେ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରି ଦେଲେ।

Cross references

ମାର୍କଲିଖିତ ସୁସମାଚାର 6:7

ଯୀଶୁ ବାର ଜଣ ଶିଷ୍ଯଙ୍କୁ ଏକାଠି ଡାକିଲେ। ସେ ସମାନଙ୍କେୁ ଦୁଇ-ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସମାନଙ୍କେୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ।

ଲୂକଲିଖିତ ସୁସମାଚାର 10:17

ଯେତବେେଳେ ବାସ୍ତରି ଜଣ ସମାନଙ୍କେ ଭ୍ରମଣରୁ ଫରେି ଆସିଲେ, ସମାନେେ ବହୁତ ଖୁସି ଥିଲେ। ସମାନେେ କହିଲେ, ପ୍ରଭୁ, ଆମ୍ଭମାନେେ ଯେତବେେଳେ ଆପଣଙ୍କ ନାମ ନଇେ ଆଜ୍ଞା ଦଲେୁ, ସେତବେେଳେ ଏପରିକି ଭୂତମାନେ ମଧ୍ଯ ଆମ୍ଭମାନଙ୍କ କଥା ମାନିଲେ।

ଯାକୁବଙ୍କ ପତ୍ 5:14

ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।

Interlinear

Choose Theme