ଯୋହନ ହରେୋଦଙ୍କୁ କହିଥିଲେ, ତୁମ୍ଭ ଭାଇଙ୍କ ସ୍ତ୍ରୀଙ୍କୁ ବିବାହ କରିବା ଠିକ୍ ନୁହେଁ।
Cross references
ତୁମ୍ଭେ ତୁମ୍ଭର ଭାତୃବଧୂ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ଭାଇଙ୍କର ସ୍ତ୍ରୀ ଅଟେ। ତାହା ତୁମ୍ଭର ଭାଇ ପ୍ରତି ଅସମ୍ମାନ ହବେ।
ଯଦି କହେି ଭାତୃବଧୂକୁ ବିବାହ କରେ, ଏହା ଗୋଟିଏ ଅଶୁଦ୍ଧ କାର୍ୟ୍ଯ ଅଟେ, ସେ ତାଙ୍କର ଭାଇଙ୍କୁ ଅସମ୍ମାନ କରିଥାଏ। ସହେି ସ୍ତ୍ରୀ ତା'ର ଭାଇର ଅଟେ। ସମାନଙ୍କେର ସନ୍ତାନ ଜନ୍ମ ହବେ ନାହିଁ।
ତହୁଁ ମୀଖାଯ କହିଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଅଛନ୍ତି, ମୁଁ ଶପଥ କରୁଛି ସଦାପ୍ରଭୁ ଯାହା କହିବେ ମୁଁ ତାହା ହିଁ କହିବି।
ଯଦି ଆମ୍ଭେ ସହେି ଦୁଷ୍ଟ ଲୋକଟିକୁ କହୁଁ, 'ତୁମ୍ଭେ ନିଶ୍ଚିତ ଭାବରେ ମରିବ।' ଏବଂ ଯଦି ତୁମ୍ଭେ ସହେି ଦୁଷ୍ଟ ଲୋକର କୁକର୍ମରୁ ତା'ର ଜୀବନ ରକ୍ଷା କରିବା ପାଇଁ ସତର୍କ କରିବ ନାହିଁ, ସପରେି ଦୁଷ୍ଟ ଲୋକ ତା'ର ପାପ ପାଇଁ ମରିବ କିନ୍ତୁ ତା'ର ମୃତ୍ଯୁ ପାଇଁ ମୁଁ ତୁମ୍ଭକୁ ଦାଯୀ କରିବି।
ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।
ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ ଦୋଷ ଅଟେ।
କିଛି ଦିନ ପରେ ଫଲେୀକ୍ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନଇେ ଆସିଲେ। ସେ ଯିହୂଦୀ ଥିଲେ। ଫଲେୀକ୍ସ୍ ପାଉଲଙ୍କୁ ଡ଼କାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ବିଷୟ ରେ ଶୁଣିଲେ।