Home Bibles ମାର୍କଲିଖିତ ସୁସମାଚାର 6:19 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 6:19 · ଓଡ଼ିଆ ବାଇବେଲ

ତେଣୁ େ ହରୋଦିଆ ଯୋହନଙ୍କୁ ଶତୃ ଭାବରେ ଦେଖୁଥିଲେ। ସେ ଯୋହନଙ୍କୁ ହତ୍ଯା କରିବାକୁ ଚାହୁଁଥିଲେ। କିନ୍ତୁ ସେ ଏଥିପାଇଁ ହରେୋଦଙ୍କୁ ପ୍ରବର୍ତ୍ତାଇବା ରେ ଅସଫଳ ହାଇେଥିଲେ।

Cross references

ଆଦି ପୁସ୍ତକ 39:17

ସେ ତାଙ୍କ ସ୍ବାମୀକୁ ସହେି ସବୁ କଥାମାନ କହିଲା। ସେ କହିଲା, ତୁମ୍ଭେ ଯେଉଁ ଅବ୍ରୀଯ ଦାସକୁ ଆଣିଅଛ ସେ ମାେତେ ପରିହାସ କରିବାକୁ ମାେ ପାଖକୁ ଆସିଲା।

ପ୍ରଥମ ରାଜାବଳୀ 21:20

ଏଲିଯ ଆହାବ୍ଙ୍କ ନିକଟକୁ ଗଲେ, ଆହାବ୍ ଏଲିଯଙ୍କୁ କହିଲେ, ତୁମ୍ଭେ ପୁଣି ମାେତେ ଦଖାେ ଦଲେ, ତୁମ୍ଭେ ସର୍ବଦା ମାରେ ବିରୁଦ୍ଧ ରେ ରହିଛ।

ଉପଦେଶକ 7:9

ଶୀଘ୍ର କୋରଧିତ ହୁଅ ନାହିଁ। କାରଣ ମୂର୍ଖମାନଙ୍କ ହୃଦଯ ହରେ କୋରଧ ବାସ କରେ।

ଯିଶାଇୟ 42:20

ମାରେ ଦାସ ଯଦିଓ ସବୁ ଦେଖୁଅଛି, ତଥାପି ସେ ମନୋୟୋଗ କରୁ ନାହିଁ। ତା'ର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।'

ଏଫିସୀୟଙ୍କ ପ୍ରତି ପତ୍ର 4:26

ଯେତବେେଳେ ତୁମ୍ଭର କୋର୍ଧ ହୁଏ, ସେତବେେଳେ ଅତି କୋର୍ଧୀ ହାଇେ ପାପ କର ନାହିଁ।

Interlinear

Choose Theme