Home Bibles ☰ Books ମାର୍କଲିଖିତ ସୁସମାଚାର 6:25 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 6:25 · ଓଡ଼ିଆ ବାଇବେଲ

ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଚାଲି ଗଲା। ସେ ରାଜାଙ୍କୁ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ରଖି ବର୍ତ୍ତମାନ ଦିଅ।

Cross references

ଗଣନା ପୁସ୍ତକ 7:13

ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

ଗଣନା ପୁସ୍ତକ 7:19

ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

ହିତୋପଦେଶ 1:16

ସହେି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥାନ୍ତି। ସମାନେେ ସର୍ବଦା ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି।

ରୋମୀୟଙ୍କ ପ୍ରତି ପତ୍ର 3:15

ଲୋକେ ଅନ୍ୟକୁ ଆଘାତ ଓ ହତ୍ଯା କରିବା ପାଇଁ ସର୍ବଦା ପ୍ରସ୍ତୁତ

Interlinear

Choose Theme