Home Bibles ☰ Books ମାର୍କଲିଖିତ ସୁସମାଚାର 6:29 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 6:29 · ଓଡ଼ିଆ ବାଇବେଲ

ଏହି ସବୁ ଘଟଣା ଯୋହନଙ୍କ ଶିଷ୍ଯମାନେ ଶୁଣିଲେ। ସମାନେେ ଆସି ଯୋହନଙ୍କ ମୃତ ଶରୀରକୁ ନଇେ କବର ଦେଲେ।

Cross references

ପ୍ରଥମ ରାଜାବଳୀ 13:29

ସହେି ପ୍ରାଚୀନ ଭବିଷ୍ଯଦ୍ବକ୍ତା ସହେି ଶବଟିକୁ ନିଜ ଗଧ ପିଠି ରେ ରଖିଲେ। ଶାେକ କରିବା ପାଇଁ ଓ କବର ଦବୋପାଇଁ ସହେି ଶବକୁ ଆପଣା ନଗରକୁ ଆଣିଲେ।

ଦିତୀୟ ବଂଶାବଳୀ 24:16

ଲୋକମାନେ ୟିହୋଯାଦାଙ୍କୁ ଦାଉଦଙ୍କ ନଗର ରେ, ଯେଉଁଠା ରେ ରାଜାମାନେ କବରପ୍ରାପ୍ତ ହାଇେଛନ୍ତି, ସହେିଠା ରେ କବର ଦେଲେ। ଲୋକମାନେ ସହେି ସ୍ଥାନ ରେ ୟିହୋଯାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳ ରେ ଇଶ୍ରାୟେଲ ମଧିଅରେ ପରମେଶ୍ବରଙ୍କ ନିମନ୍ତେ ଓ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।

ମାଥିଉଲିଖିତ ସୁସମାଚାର 14:12

ଯୋହନଙ୍କ ଶିଷ୍ଯମାନେ ଆସି ଯୋହନଙ୍କ ମୃତ ଦହେ ନଇଯାେଇ ସମଧି ଦେଲେ। ତା'ପରେ ସମାନେେ ଯୀଶୁଙ୍କ ପାଖକୁ ଯାଇ ସବୁକଥା କହିଲେ।

ମାଥିଉଲିଖିତ ସୁସମାଚାର 27:57

ସନ୍ଧ୍ଯା ହବୋ ବଳକେୁ ଯୋଷଫେ ନାମକ ହାରାମଥିଯାର ଜଣେ ଧନୀ ଲୋକ ୟିରୁଶାଲମ ରେ ଆସି ପହନ୍ଚିଲେ। ସେ ମଧ୍ଯ ଯୀଶୁଙ୍କର ଜଣେ ଶିଷ୍ଯ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:2

କେତକେ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲେ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସହେିଦିନ ୟିରୂଶାଲମ ରେ ଥିବା ବିଶ୍ବାସୀମାନଙ୍କ ବିରୁଦ୍ଧ ରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ ରରେିତମାନଙ୍କ ବ୍ଯତୀତ ଅନ୍ୟ ସମସ୍ତ ବିଶ୍ବାସୀ ୟିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନ ରେ ଛିନ୍ନଭିନ୍ନ ହାଇଗେଲେ।

Interlinear

Choose Theme