Home Bibles ମାର୍କଲିଖିତ ସୁସମାଚାର 6:33 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 6:33 · ଓଡ଼ିଆ ବାଇବେଲ

କିନ୍ତୁ ବହୁତ ଲୋକ ସମାନଙ୍କେୁ ଚାଲି ଯାଉ ଥିବାର ଦେଖିଲେ ଓ ଚିହ୍ନି ମଧ୍ଯ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳ ପଥ ଦଇେ ଯୀଶୁଙ୍କ ଯାଉଥିବା ସ୍ଥାନ ରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସମାନେେ ସଠାେରେ ପହଞ୍ଚିଗଲେ।

Cross references

ମାଥିଉଲିଖିତ ସୁସମାଚାର 15:29

ତାପରେ ଯୀଶୁ ସେ ସ୍ଥାନ ଛାଡି ଚାଲିଗଲେ ଓ ଗାଲୀଲୀ ହ୍ରଦ କୂଳ ରେ ଯାଇ ପହନ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସଠାେରେ ବସିଲେ।

ମାର୍କଲିଖିତ ସୁସମାଚାର 6:54

ଡଙ୍ଗାରୁ ଓହ୍ଲଇେ ବାହାରକୁ ଆସିବା ପରେ ଲୋକମାନେ ଯୀଶୁଙ୍କୁ ଦେଖି ଚିହ୍ନି ପାରିଲେ।

ଯୋହନଲିଖିତ ସୁସମାଚାର 6:2

ତାହାଙ୍କ ପେଛ ପେଛ ବହୁତ ଲୋକ ଗଲେ। ସମାନେେ ତାହାଙ୍କୁ ଅନୁସରଣ କଲେ, କାରଣ ଯୀଶୁ କି ପ୍ରକା ରେ ରୋଗୀମାନଙ୍କୁ ସୁସ୍ଥ କରି ଆପଣା ଶକ୍ତି ପ୍ରକାଶ କଲେ ତାହା ସମାନେେ ଦେଖିଥିଲେ।

ଯାକୁବଙ୍କ ପତ୍ 1:19

ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।

Interlinear

Choose Theme